12 Maoists dead

ଟଳିଲେ ୧୨ ମାଓବାଦୀ, ଶହୀଦ ହୋଇଗଲେ ୩ ଯବାନ

ରାୟପୁର,୩ା୧୨: ଛତିଶଗଡ଼ ବିଜାପୁରରେ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଏହି ଏନ୍‌କାଉଣ୍ଟରରେ ୧୨ ମାଓବାଦୀ ଟଳି ପଡ଼ିଥିବାବେଳେ ୩ ଡିଆର୍‌ଜି ଯବାନ ମଧ୍ୟ ଶହୀଦ ହୋଇଯାଇଛନ୍ତି।…

2 months ago