୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର… ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍ରେ ମଞ୍ଜୁରୀ ମିଳିଛି। ଜଳସମ୍ପଦ ବିଭାଗର ଡାଇଭର୍ସନ…