ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ ବୋର୍ଡ କାର୍ଯ୍ୟ କରିବ । ଏନେଇ ସୂଚନା ଦେଲେ ଗଣଶିକ୍ଷା ସଚିବ ଏନ୍…