ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’ ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଦେଶ ଭିତରେ LPG ଷ୍ଟକ ହ୍ରାସ ପାଇବାକୁ ଦୃଷ୍ଟିରେ ରଖି, ସରକାରୀ…