ଇତିହାସ ସୃଷ୍ଟି କଲେ ୧୪ ବର୍ଷୀୟ ଇରା ଯାଦବ, ୧୫୭ ବଲରେ କଲେ ୩୪୬ ରନ୍ ମୁମ୍ବାଇ,୧୨।୧: ଆଗାମୀ ୧୯ ବର୍ଷରୁ କମ୍ ମହିଳା ବିଶ୍ୱକପରେ ଭାରତ ପାଇଁ ତିନି ଜଣ ଷ୍ଟାଣ୍ଡବାଏ ଖେଳାଳିଙ୍କ ମଧ୍ୟରୁ ଜଣେ ୧୪ ବର୍ଷୀୟା ଇରା ଯାଦବ ରବିବାର (ଜାନୁଆରୀ ୧୨) ସୀମିତ ଓଭର ମ୍ୟାଚ୍ରେ ତ୍ରିଶତକ ହାସଲ କରିଥିବା ପ୍ରଥମ...