ଯୁଦ୍ଧ ବନ୍ଦ କର…ଇରାନ ଆମେରିକାକୁ ଦେଲା ୧୪ ସୂତ୍ରୀ ପ୍ରସ୍ତାବ, ହେଲେ ପ୍ରତ୍ୟାଖ୍ୟାନ କରୁଛନ୍ତି ଟ୍ରମ୍ପ ତେହରାନ,୩।୫: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ଇରାନର ନୂତନ ପ୍ରସ୍ତାବର ସମୀକ୍ଷା କରିବେ, ଯଦିଓ ସେ ବିଶ୍ୱାସ କରନ୍ତି ନାହିଁ ଯେ ଏହା ଗ୍ରହଣ କରାଯିବ। ଶନିବାର (ମେ ୨) ଏୟାର…