କୁକୁର କାମୁଡ଼ାରେ ୧୫ରୁ ଊର୍ଦ୍ଧ୍ୱ ଆହତ, ଏମାନଙ୍କ ମଧ୍ୟରେ ଅଛନ୍ତି… ରାଇକିଆ,୬ା୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସହରର ବିଭିନ୍ନ ସ୍ଥାନରେ କୁକୁର କାମୁଡ଼ାରେ ଶୁକ୍ରବାର ୧୫ ଜଣ ଆହତ ହୋଇଛନ୍ତି। ଏହାକୁ ନେଇ ଅଞ୍ଚଳରେ ଆତଙ୍କ ଦେଖାଦେଇଛି। ଆହତମାନଙ୍କ ମଧ୍ୟରେ ଏକାଧିକ ଶିଶୁ ଓ ମହିଳା ରହିଛନ୍ତି। ଏଥିମଧ୍ୟରୁ ଅଧିକାଂଶ ଜଣଙ୍କୁ…