Pahalgam Terror Attack Update: ଘାଟିରୁ ଅଟକ ହେଲେଣି ୧୫ଶହରୁ ଅଧିକ ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ବାହିନୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ସୁରକ୍ଷା ବାହିନୀ ଘାଟିରୁ ୧୫୦୦ରୁ ଅଧିକ ଲୋକଙ୍କୁ ଅଟକ ରଖିଛି। ଏଥିରେ ଏପରି ଲୋକମାନେ ଅନ୍ତର୍ଭୁକ୍ତ ଯେଉଁମାନେ ଓଭର ଗ୍ରାଉଣ୍ଡ ୱାର୍କର (OGW) କିମ୍ବା...