ହେଉଥିଲେ ଚାଲାଣ: ଟ୍ରେନ୍ରୁ ୧୬୩ ନାବାଳକ ଉଦ୍ଧାର ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍ନି ଜିଲାରେ ଏକ ଏକ୍ସପ୍ରେସ୍ ଟ୍ରେନ୍ରୁ ରେଲ୍ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ ୬ରୁ ୧୩ ବର୍ଷ ମଧ୍ୟରେ। ସେମାନଙ୍କୁ ଶ୍ରମିକ ଭାବେ କାମ କରାଇବା ପାଇଁ…