୧୬ତମ ଅର୍ଥ କମିଶନ: କର୍ଣ୍ଣାଟକକୁ ବଡ଼ ଫାଇଦା, ଓଡ଼ିଶା ସହିଲା କ୍ଷତି; ଜାଣନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ ନୂଆଦିଲ୍ଲୀ,୨।୨: ୧୬ତମ ଅର୍ଥ କମିଶନଙ୍କ ନୂତନ ସୂତ୍ର ଅନୁସାରେ କେନ୍ଦ୍ରୀୟ ଟିକସ ପାଣ୍ଠିରୁ ରାଜ୍ୟମାନଙ୍କୁ ଟଙ୍କା ମିଳିବ। ଏହି ନୂଆ ବ୍ୟବସ୍ଥାରେ କର୍ଣ୍ଣାଟକ ସବୁଠାରୁ ଅଧିକ ଲାଭବାନ ହୋଇଥିବାବେଳେ ମଧ୍ୟପ୍ରଦେଶ ସବୁଠାରୁ ଅଧିକ କ୍ଷତି ସହିଛି। ଓଡ଼ିଶା ସରକାର ଅଂଶଧନକୁ ୫୦…