ଲାଞ୍ଜିଗଡରେ ଉନ୍ନୟନ ମୂଳକ କାର୍ଯ୍ୟ ତଦାରଖ କଲେ ଷୋଡ଼ଶ ଅର୍ଥ କମିଶନର ସଦସ୍ୟ ମନୋଜ ପଣ୍ଡା ଲାଞ୍ଜିଗଡ଼,୧୧।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦୁଇ ଦିନିଆ ଗସ୍ତରେ ଭାରତ ସରକାରଙ୍କ ଷୋଡ଼ଶ ଅର୍ଥ କମିଶନର ସଦସ୍ୟ ମନୋଜ ପଣ୍ଡା ଆସିଥିବାବେଳେ ମଙ୍ଗଳବାର ଦ୍ଵିତୀୟ ଦିନରେ ଲାଞ୍ଜିଗଡ଼ ବ୍ଲକ ଗସ୍ତ କରି ବିଭିନ୍ନ ଉନ୍ନୟନ କାର୍ଯ୍ୟ ଓ ପ୍ରକଳ୍ପ...