ପ୍ରତିବାଦ ମଧ୍ୟରେ ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ୧୭ ରାଜ୍ୟରେ ହେବ ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ
ନୂଆଦିଲ୍ଲୀ, ୧୫ା୧୦: ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ହେବାକୁ ଥିବା ରାଜ୍ୟଗୁଡ଼ିକୁ ମିଶାଇ ମୋଟ ୧୭ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଭୋଟର ତାଲିକାର ଏକ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (ଏସ୍ଏସ୍ଆର) କରାଯିବ ବୋଲି ନିର୍ବାଚନ ଆୟୋଗ ଗୁରୁବାର ଘୋଷଣା କରିଛନ୍ତି।…

