ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍କୁ ନେଇ ହଟିଲା ଦ୍ୱନ୍ଦ୍ୱ
ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍କୁ ଦିନକ ପାଇଁ ସ୍ଥଗିତ ରଖାଯିବାର ସମ୍ଭାବନା ସୃଷ୍ଟି ହୋଇଥିଲା। ହେଲେ ପୂର୍ବ ଘୋଷିତ କାର୍ଯ୍ୟସୂଚୀ ମୁତାବକ, ମ୍ୟାଚ୍ ରବିବାର…
ପ୍ରଥମ ଟି୨୦ ମ୍ୟାଚ୍ ଜିତିଲା ଭାରତ
ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ମହିଳା ଟି୨୦ କ୍ରିକେଟ ମ୍ୟାଚରେ ୩୮…
ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍ରେ ହରାଇଲା ଭାରତ
ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ର ପ୍ରଥମ ମ୍ୟାଚ୍ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍ରେ ପରାସ୍ତ କରିଛି। ଅଭିଷେକ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ବୋଲରଙ୍କ ଶୃଙ୍ଖଳିତ ପ୍ରଦର୍ଶନ ବଳରେ ଭାରତ ସିରିଜ୍ରେ…
ବାରବାଟୀ ବ୍ୟାଟଲ୍: ଟସ୍ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…
କଟକ,୯ା୧୨: ବାରବାଟୀ ବ୍ୟାଟଲ୍ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟ୍ବେଣ୍ଟି ଟ୍ବେଣ୍ଟି ମୁକାବିଲା ବାରବାଟୀରେ ଖେଳାଯାଉଛି । ଏଥିପାଇଁ ପଡିଛି ଟସ୍ ।…

