Tag Archives: 2 arrested

ଝାଡ଼ଖଣ୍ଡକୁ ହେଉଥିଲା ଗଞ୍ଜେଇ ଚାଲାଣ, କାର୍‌ ଜବତ କରି ୨ ଜଣଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହେବା ନେଇ ବିଭିନ୍ନ ମହଲରେ ଅଭିଯୋଗ ହେବା ପରେ ପୋଲିସ ଏବେ ଆକ୍ସନ ମୋଡ଼ରେ ରହିଛି। ଜିଲାରେ ପୋଲିସ ପାଟ୍ରୋଲିଂକୁ ପୂର୍ବାପେକ୍ଷା ଅଧିକ କଡ଼ାକଡ଼ି କରିଥିବାବେଳେ ସାଇବର ଠକ, ହତ୍ୟା ଅଭିଯୁକ୍ତଙ୍କୁ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର, ଗୋଟିଏ ସ୍କୁଟି ସହ ୨୭୦୦ ଟଙ୍କା ଓ ଦୁଇଟି ମୋବାଇଲ ଜବତ କରାଯାଇଛି।…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଦୁଇ ଅଭିଯୁକ୍ତ ନୀତେଶ ନାୟକ ଓ…

ପଥର କୋଇଲା ବୋଝେଇ ପିକ୍‌ଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୨ା୨(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖିଲେଇ ନିକଟରୁ ବେଆଇନ ପଥର କୋଇଲା ବୋଝେଇ ଏକ ପିକ୍‌ଅପ୍‌କୁ ପୋଲିସ ଜବତ କରିଛି। ଏହି ଘଟଣାରେ ୨ ଜଣ ବ୍ୟକ୍ତି ଗିରଫ ହୋଇଛନ୍ତି। ଆଠମଲ୍ଲିକ ଥାନା ଗୋପାଳପୁର…

ବୋଲେରୋରେ ଗଞ୍ଜେଇ ନେଇ ଯାଉଥିଲେ ଭୁବନେଶ୍ୱର, ବାଟରେ ମାଡ଼ିବସିଲା ପୋଲିସ

ଭଞ୍ଜନଗର,୨୪ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଚୋରା ଗଞ୍ଜେଇ କାରବାର ଅଭିଯୋଗରେ ଦୁଇଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗଗନ କୁମାର ମୁଖୀ ଓ ଦିବ୍ୟ ରଞ୍ଜନ ଦିଗାଲ। ସେମାନଙ୍କ ଘର କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଞ୍ଚଳରେ।…

ସମ୍ପତ୍ତି ବିବାଦରୁ ହତ୍ୟା ଉଦ୍ୟମ: ଅଭିଯୁକ୍ତ ୨ ଭାଇ ଗଲେ ଜେଲ୍‌

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଫାସିଗୁଡ଼ା ଗ୍ରାମର ସୂର୍ଯ୍ୟନାରାୟଣ ପ୍ରଧାନଙ୍କୁ ସମ୍ପତ୍ତି ମାଲିକାନା ବିବାଦରୁ ତାଙ୍କ ସମ୍ପର୍କୀୟ ୨ ଭାଇ ସୁରେନ୍ଦ୍ର ପ୍ରଧାନ ଏବଂ ପଞ୍ଚାନନ ପ୍ରଧାନ ଗତ ଜୁନ ୧୭ ତାରିଖ ସନ୍ଧ୍ୟାରେ ଛଣମେରି ଗ୍ରାମ…

ପାକିସ୍ତାନ ଜିନ୍ଦାବାଦ କହି ବନ୍ଧା ହେଲେ ୨ ଓଡ଼ିଆ ଯୁବକ

କଟକ,୨୫ା୫: ପାକିସ୍ତାନ ଜିନ୍ଦାବାଦ ନାରା ଦେଇ ଦୁଇ ଓଡ଼ିଆ ଯୁବକ ଗିରଫ ହୋଇଛନ୍ତି। ଏହି ଦୁଇ ଯୁବକ ହେଲେ କଟକ ଚାଉଳିଆଗଞ୍ଜ ପୋଲିସ ମହାନଦୀ ବିହାର ଅଞ୍ଚଳର ସୌରଭ ସାହୁ ଏବଂ ଗୌତମ କୁମାର ଲେଙ୍କ। ଏନେଇ ଏସିପି କୃଷ୍ଣଚନ୍ଦ୍ର ସେଠୀ…

ନକଲି ପୋଲିସକୁ ଧରିଲା ଅସଲି ପୋଲିସ: ୧ ଲକ୍ଷ ଟଙ୍କା ଜବତ, ୨ ଗିରଫ

ଦିଗପହଣ୍ଡି,୨୨ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନାଠାରୁ ପ୍ରାୟ ୫୦ ମିଟର ଦୂର ଏନ୍‌ଏସି ଚେକ୍‌ ଗେଟ୍‌ ନିକଟରେ ପୋଲିସ ପରିଚୟ ଦେଇ ୨ ଯୁବକଙ୍କଠାରୁ ୧ ଲକ୍ଷ ଟଙ୍କା ଲୁଟି ନେଇଥିବା ଦୁଇ ଲୁଟେରାଙ୍କୁ ପୋଲିସ ଗିରଫ କରି…

ଅତାବିରାରୁ ଛତିଶଗଡ଼କୁ ହେଉଥିଲା ଗଞ୍ଜେଇ ଚୋରା ଚାଲାଣ, ୨ ଗିରଫ

ଅତାବିରା,୧୧ା୫(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ ରାଜ୍ୟକୁ ଚୋରା ଚାଲାଣ ହେଉଥିବା ୧ କ୍ୟୁଣ୍ଟାଲ ୨୦ କେଜି ୬୭୦ ଗ୍ରାମ ଗଞ୍ଜେଇ ଜବତ କରିଛି ଅତାବିରା ପୋଲିସ l ଏହା ସହ ୨…

ଶାଳୀ ପାଇଁ ଭିଣୋଇଙ୍କୁ ହତ୍ୟା: ୨ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପି. ସାମନ୍ତରାପୁର ଗ୍ରାମର ହୀନ ପାତ୍ରଙ୍କୁ ହତ୍ୟା ଘଟଣାରେ ପାଟପୁର ପୋଲିସ ବୁଧବାର ଶେରଗଡ଼ ଥାନା ସୁନାନ୍ତର ଗ୍ରାମର ଦୀପକ ଗୌଡ଼ ଏବଂ ଠୁରୁବୁରେଇ ଗ୍ରାମର ପିଙ୍କୁ ସେଠୀଙ୍କୁ ଗିରଫ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri