Tag Archives: 2 arrested

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର ଦୁଇ ଜଣ ସହଯୋଗୀଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ହୋଇଥିବା…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ଚିଣ୍ଟୁ ସାହୁ ଓ ସିତୁ ସ୍ବାଇଁ। ଘଟଣା ଅନୁଯାୟୀ, ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ମୁଖ୍ୟ…

ଚାଲିଥିଲା ଗଞ୍ଜେଇ କାରବାର, ମହିଳାଙ୍କ ସମେତ ୨ ଜଣଙ୍କୁ ଗିରଫ କରି…

ଖୋର୍ଦ୍ଧା,୭ା୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଧରିବାରେ ସଫଳ ହୋଇଛି। ଗଡ଼ଖୋର୍ଦ୍ଧାସ୍ଥିତ ଗଡ଼ ଚଣ୍ଡିମନ୍ଦିର ନିକଟରେ ଚଢ଼ାଉ କରି ଏକ ବୋଲେରୋ ପିକ୍‌ଅପ୍‌ର ଗୁପ୍ତ ଚାମ୍ବରରୁ ୧୦୯ କେଜି ଗଞ୍ଜେଇ ଜବତ କରିଛି।…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି ଟଙ୍କା ହରିଲୁଟ୍‌ ଅଭିଯୋଗରେ ସମ୍ବଲପୁର ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ…

ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା

ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ ସିଦ୍ଧାର୍ଥ ସ୍ବାଇଁ ଓ ଦେବୀପ୍ରସାଦ ଲେଙ୍କା। ଉଭୟ ବିଜୁ ଛାତ୍ର ଜନତା ଦଳ…

ଝାଡ଼ଖଣ୍ଡକୁ ହେଉଥିଲା ଗଞ୍ଜେଇ ଚାଲାଣ, କାର୍‌ ଜବତ କରି ୨ ଜଣଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହେବା ନେଇ ବିଭିନ୍ନ ମହଲରେ ଅଭିଯୋଗ ହେବା ପରେ ପୋଲିସ ଏବେ ଆକ୍ସନ ମୋଡ଼ରେ ରହିଛି। ଜିଲାରେ ପୋଲିସ ପାଟ୍ରୋଲିଂକୁ ପୂର୍ବାପେକ୍ଷା ଅଧିକ କଡ଼ାକଡ଼ି କରିଥିବାବେଳେ ସାଇବର ଠକ, ହତ୍ୟା ଅଭିଯୁକ୍ତଙ୍କୁ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର, ଗୋଟିଏ ସ୍କୁଟି ସହ ୨୭୦୦ ଟଙ୍କା ଓ ଦୁଇଟି ମୋବାଇଲ ଜବତ କରାଯାଇଛି।…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଦୁଇ ଅଭିଯୁକ୍ତ ନୀତେଶ ନାୟକ ଓ…

ପଥର କୋଇଲା ବୋଝେଇ ପିକ୍‌ଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୨ା୨(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖିଲେଇ ନିକଟରୁ ବେଆଇନ ପଥର କୋଇଲା ବୋଝେଇ ଏକ ପିକ୍‌ଅପ୍‌କୁ ପୋଲିସ ଜବତ କରିଛି। ଏହି ଘଟଣାରେ ୨ ଜଣ ବ୍ୟକ୍ତି ଗିରଫ ହୋଇଛନ୍ତି। ଆଠମଲ୍ଲିକ ଥାନା ଗୋପାଳପୁର…

ବୋଲେରୋରେ ଗଞ୍ଜେଇ ନେଇ ଯାଉଥିଲେ ଭୁବନେଶ୍ୱର, ବାଟରେ ମାଡ଼ିବସିଲା ପୋଲିସ

ଭଞ୍ଜନଗର,୨୪ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଚୋରା ଗଞ୍ଜେଇ କାରବାର ଅଭିଯୋଗରେ ଦୁଇଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗଗନ କୁମାର ମୁଖୀ ଓ ଦିବ୍ୟ ରଞ୍ଜନ ଦିଗାଲ। ସେମାନଙ୍କ ଘର କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଞ୍ଚଳରେ।…

ସମ୍ପତ୍ତି ବିବାଦରୁ ହତ୍ୟା ଉଦ୍ୟମ: ଅଭିଯୁକ୍ତ ୨ ଭାଇ ଗଲେ ଜେଲ୍‌

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଫାସିଗୁଡ଼ା ଗ୍ରାମର ସୂର୍ଯ୍ୟନାରାୟଣ ପ୍ରଧାନଙ୍କୁ ସମ୍ପତ୍ତି ମାଲିକାନା ବିବାଦରୁ ତାଙ୍କ ସମ୍ପର୍କୀୟ ୨ ଭାଇ ସୁରେନ୍ଦ୍ର ପ୍ରଧାନ ଏବଂ ପଞ୍ଚାନନ ପ୍ରଧାନ ଗତ ଜୁନ ୧୭ ତାରିଖ ସନ୍ଧ୍ୟାରେ ଛଣମେରି ଗ୍ରାମ…

ପାକିସ୍ତାନ ଜିନ୍ଦାବାଦ କହି ବନ୍ଧା ହେଲେ ୨ ଓଡ଼ିଆ ଯୁବକ

କଟକ,୨୫ା୫: ପାକିସ୍ତାନ ଜିନ୍ଦାବାଦ ନାରା ଦେଇ ଦୁଇ ଓଡ଼ିଆ ଯୁବକ ଗିରଫ ହୋଇଛନ୍ତି। ଏହି ଦୁଇ ଯୁବକ ହେଲେ କଟକ ଚାଉଳିଆଗଞ୍ଜ ପୋଲିସ ମହାନଦୀ ବିହାର ଅଞ୍ଚଳର ସୌରଭ ସାହୁ ଏବଂ ଗୌତମ କୁମାର ଲେଙ୍କ। ଏନେଇ ଏସିପି କୃଷ୍ଣଚନ୍ଦ୍ର ସେଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?