ନକଲି ପୋଲିସକୁ ଧରିଲା ଅସଲି ପୋଲିସ: ୧ ଲକ୍ଷ ଟଙ୍କା ଜବତ, ୨ ଗିରଫ
ଦିଗପହଣ୍ଡି,୨୨ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନାଠାରୁ ପ୍ରାୟ ୫୦ ମିଟର ଦୂର ଏନ୍ଏସି ଚେକ୍ ଗେଟ୍ ନିକଟରେ ପୋଲିସ ପରିଚୟ ଦେଇ ୨ ଯୁବକଙ୍କଠାରୁ ୧ ଲକ୍ଷ ଟଙ୍କା ଲୁଟି ନେଇଥିବା ଦୁଇ ଲୁଟେରାଙ୍କୁ ପୋଲିସ ଗିରଫ କରି…
ଅତାବିରାରୁ ଛତିଶଗଡ଼କୁ ହେଉଥିଲା ଗଞ୍ଜେଇ ଚୋରା ଚାଲାଣ, ୨ ଗିରଫ
ଅତାବିରା,୧୧ା୫(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ ରାଜ୍ୟକୁ ଚୋରା ଚାଲାଣ ହେଉଥିବା ୧ କ୍ୟୁଣ୍ଟାଲ ୨୦ କେଜି ୬୭୦ ଗ୍ରାମ ଗଞ୍ଜେଇ ଜବତ କରିଛି ଅତାବିରା ପୋଲିସ l ଏହା ସହ ୨…
ଶାଳୀ ପାଇଁ ଭିଣୋଇଙ୍କୁ ହତ୍ୟା: ୨ ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପି. ସାମନ୍ତରାପୁର ଗ୍ରାମର ହୀନ ପାତ୍ରଙ୍କୁ ହତ୍ୟା ଘଟଣାରେ ପାଟପୁର ପୋଲିସ ବୁଧବାର ଶେରଗଡ଼ ଥାନା ସୁନାନ୍ତର ଗ୍ରାମର ଦୀପକ ଗୌଡ଼ ଏବଂ ଠୁରୁବୁରେଇ ଗ୍ରାମର ପିଙ୍କୁ ସେଠୀଙ୍କୁ ଗିରଫ କରି…

