ଦୁଇ ବସ୍ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ… ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍ ସହ ମୁଖ୍ୟମନ୍ତ୍ରୀ ବସ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଆଲିଗଣ୍ଡା ଗାଁରେ। ସରକାରୀ ଲକ୍ଷ୍ମୀ…