ଏହି ଜିଲାରେ ୨ ଦିନ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ
ଛତ୍ରପୁର,୧୮ା୧୧(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ପ୍ରଭାବରେ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ…

