Tag Archives: 2 dead

ସ୍କୁଟି ଉପରେ ମାଡ଼ିଗଲା ହାଇଓ୍ବା, ଚାଲିଗଲା ୨ ଜୀବନ

ବରଗଡ଼,୨୮ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗୁରୁଦ୍ୱାର ଛକରେ ରବିବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଶିଶୁ ଆହତ ହୋଇଥିବା ସୂଚନା ମିଳିଛି। ମୃତାହତଙ୍କ ପରିଚୟ ମିଳିପାରି ନାହିଁ।...

ବୁଲେଟ୍‌କୁ ଧକ୍କା ଦେଲା ବସ୍‌, ଚାଲିଗଲା ୨ ଜୀବନ

ବୌଦ୍ଧ,୮ା୮(ଅଜିତ କୁମାର ବାରିକ): ଗୁରୁବାର ବିଳମ୍ବିତ ରାତିରେ ଜାତୀୟ ରାଜପଥ ନଂ ୫୭ର ବାଉଁଶୁଣୀ ଥାନା ଗଜରାଜପୁର ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ବସ୍‌ ସହ ବୁଲେଟ୍‌ ମଧ୍ୟରେ ଧକ୍କା ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନାନୁଯାୟୀ,...

ବାଇକ୍‌କୁ ରକ୍ଷା କରିବା ପାଇଁ ଯାଇ ପିଟିହେଲା ଦୁଇ ଟ୍ରକ୍‌: ଚାଲିଗଲା ୨ ଜୀବନ, ୨ ଗୁରୁତର

ନୟାଗଡ଼,୨୬ା୭(ଲୋକନାଥ ମିଶ୍ର): ଶନିବାର ସନ୍ଧ୍ୟାରେ ବଲାଙ୍ଗୀର ଖୋର୍ଦ୍ଧା ୫୭ ନମ୍ବର ଜାତୀୟ ରାଜପଥର ଟାକରା ନିକଟସ୍ଥ ଅସନିବେରେଣା ରାସ୍ତା ନିକଟରେ ଏକ ବାଇକ୍‌କୁ ରକ୍ଷା କରିବାକୁ ଯାଇ ଦୁଇ ମାଲ ବୋଝେଇ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ...

କାନ୍ଥ ପଡ଼ି ୨ ମହିଳାଙ୍କ ଜୀବନ ଗଲା, କୁନି ଝିଅ ଗୁରୁତର

ନୂଆପଡ଼ା,୬ା୭(ମକାରୁ ବେମାଲ): ନୂଆପଡ଼ା ଜିଲା ଲଖନା ଥାନା ଅଧୀନସ୍ଥ ଶିଲଭା ପଞ୍ଚାୟତ ପଟପରପାଲି ଗାଁରେ ରବିବାର କୁକୁଡ଼ା ଫାର୍ମ କାନ୍ଥ ପଡ଼ି ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ପଟପରପାଲି ଗାଁର ରୂପେ...

ଘରକୁ ଫେରୁଥିବାବେଳେ ରାସ୍ତାରେ ହେଲା ବଜ୍ରପାତ, ଚାଲିଗଲା ୨ ଜୀବନ

ଝାରସୁଗୁଡ଼ା,୩ା୭(ଆଶିଷ ରଞ୍ଜନ ଦାଶ): ବଜ୍ରପାତରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବଞ୍ଜରୀ ଅଞ୍ଚଳର ଅଶୋକ ରୋହିଦାସ (୪୫) ଓ ଚୁଡ଼ାମଣି ରୋହିଦାସ(୨୯) ସକାଳ ସାଢ଼େ ଚାରିଟା ସମୟରେ କୁରେବଗାସ୍ଥିତ ପାଉଁଶ ପୋଖରୀକୁ...

ସାବିତ୍ରୀରେ ଶ୍ୱଶୁର ଘରକୁ ଆସିବା ବେଳେ ବାଟରେ ହେଲା ବଡ଼ ଦୁର୍ଘଟଣା: ଚାଲିଗଲା ୨ ଜୀବନ

ଭଞ୍ଜନଗର,୨୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ମୁଖ୍ୟ ରାସ୍ତାର ଲାଠିପଡ଼ା ନିକଟରେ ସୋମବାର ପୂର୍ବାହ୍ନରେ ଗୋଟିଏ ବୁଲେଟ୍‌ ଓ ବାଇକ୍‌ ମଧ୍ୟରେ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଜଣେ ମୃତକଙ୍କ ଘର ସୋରଡ଼ା...

ଓଲଟିଲା ବ୍ୟାଣ୍ଡପାର୍ଟି ଗାଡ଼ି: ଚାଲିଗଲା ୨ ଜଣଙ୍କ ଜୀବନ, ୮ ଗୁରୁତର

ସୋନପୁର,୨୩ା୫: ୫୭ ନମ୍ବର ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ଛକ ନିକଟରେ ବ୍ୟାଣ୍ଡ୍‌ପାର୍ଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିଯୋଗୁ ଗାଡ଼ି ଉପରେ ବସିଥିବା ବରଗଡ଼ ଜିଲାର ୨ ଦୁଲଦୁଲି ବାଦ୍ୟ କଳାକାରଙ୍କ ମୃତ୍ୟୁ ହୋଇଛି। ସୂଚନାନୁଯାୟୀ, ବୌଦ୍ଧ ଜିଲା ମନମୁଣ୍ଡାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri