୨ ଭିନ୍ନକ୍ଷମ ଝିଅଙ୍କ ପାଇଁ ଉପଯୁକ୍ତ ଘର ମିଳିବାରେ ସମସ୍ୟା ହେଉଛି: ଜଷ୍ଟିସ୍ ଚନ୍ଦ୍ରଚୂଡ଼ ନୂଆଦିଲ୍ଲୀ,୮ା୭: ବର୍ଷକ ପୂର୍ବେ ଦେଶର ପ୍ରଧାନ ବିଚାରପତି ଥିବାବେଳେ ଜଷ୍ଟିସ୍ ଚନ୍ଦ୍ରଚୂଡ଼ ନିଜ ମନ୍ତବ୍ୟ ଏବଂ ରାୟ ପାଇଁ ଗଣମାଧ୍ୟମରେ ଚର୍ଚ୍ଚିତ ରହିଥିଲେ। ତାଙ୍କୁ ଦିଆଯାଇଥିବା ସରକାରୀ ଘର ଖାଲି କରାଇବାକୁ ସୁପ୍ରିମକୋର୍ଟ ରବିବାର କେନ୍ଦ୍ର ସରକାରଙ୍କୁ ଜଣାଇବା ପରେ...