୨ ନିଖୋଜ ଏସ୍ପିଓଙ୍କ ଗୁଳିବିଦ୍ଧ ମୃତଦେହ ଜବତ
ଜମ୍ମୁ,୧୩।୧୧(ପି.ଟି): ଜମ୍ମୁ-କଶ୍ମୀରର କିସ୍ତୱାଡ୍ ଜିଲାର ଦୁର୍ଗମ ଦଚ୍ଛନ ଅଞ୍ଚଳରୁ ନିଖୋଜ ହେବାର ଗୋଟିଏ ଦିନ ପରେ ଗୁରୁବାର ସକାଳେ ୨ଜଣ ସ୍ବତନ୍ତ୍ର ପୋଲିସ ଅଧିକାରୀ (ଏସ୍ପିଓ)ଙ୍କ ଗୁଳିବିଦ୍ଧ ମୃତଦେହ ଜବତ କରାଯାଇଛି। ଏହାର ଦିନକ ପୂର୍ବରୁ ଆତଙ୍କବାଦୀମାନେ କୁଲଗାମରେ ଏକ ସିଆର୍ପିଏଫ୍…

