ଓଡ଼ିଆ ଭାଷାରେ ପାଠ ପଢ଼ିବେ ଯୁକ୍ତ୨ ବିଜ୍ଞାନ ଛାତ୍ରୀଛାତ୍ର ଭୁବନେଶ୍ୱର,୨୫ା୭(ସୁଚିସ୍ମିତା ସାହୁ): ଓଡ଼ିଆ ଭାଷାରେ ପାଠ ପଢ଼ିବେ ଯୁକ୍ତ୨ ବିଜ୍ଞାନ ଛାତ୍ରୀଛାତ୍ର। ଏଥିପାଇଁ ସ୍ବତନ୍ତ୍ର ଭାବେ ବହି ପ୍ରସ୍ତୁତ କରାଯାଇଛି। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟଠାରେ ଗୁରୁବାର ଯୁକ୍ତ୨ ନବାଗତ ବିଦ୍ୟାର୍ଥୀଙ୍କ ପ୍ରବେଶ ଓ ସ୍ବାଗତ ସମାରୋହରେ ଏହି ବହିର ଲୋକାର୍ପଣ...