ଭୁବନେଶ୍ୱର,୨୫ା୭(ସୁଚିସ୍ମିତା ସାହୁ): ଓଡ଼ିଆ ଭାଷାରେ ପାଠ ପଢ଼ିବେ ଯୁକ୍ତ୨ ବିଜ୍ଞାନ ଛାତ୍ରୀଛାତ୍ର। ଏଥିପାଇଁ ସ୍ବତନ୍ତ୍ର ଭାବେ ବହି ପ୍ରସ୍ତୁତ କରାଯାଇଛି। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟଠାରେ ଗୁରୁବାର ଯୁକ୍ତ୨…