ବସ୍-ବାଇକ୍ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ ସଡ଼କ ଦୁର୍ଘଟଣାରେ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଲାଞ୍ଜିଗଡ଼ରୁ ବ୍ରହ୍ମପୁରକୁ ଯାଉଥିବା ଏକ ଘରୋଇ…