ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିବ +୨, ବିଧାୟକ-ଉପଜିଲାପାଳଙ୍କ ସହଯୋଗ… ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ଦାୟିତ୍ୱ ପ୍ରଦୀପ କମାନୁ ଆଜକୁ ୬ ମାସ ତଳେ ନେଇଥିଲେ। ସେ ଦାୟିତ୍ୱ ନେବା ପରଠୁ ବିଦ୍ୟାଳୟର କିଛିନା କିଛି ଉନ୍ନତି ପାଇଁ ସର୍ବଦା ଚେଷ୍ଟା କରୁଛନ୍ତି। ଭଞ୍ଜନଗର...