ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍ ଗୋପାଳନ।…