ଇରାନରେ ରକ୍ତପାତ: ଆନ୍ଦୋଳନରେ ୨,୦୦୦ ମୃତ, ପ୍ରଥମ ଥର ପାଇଁ ସ୍ୱୀକାର କଲେ ସରକାର ନୂଆଦିଲ୍ଲୀ,୧୩।୧: ଇରାନରେ ଜାରି ରହିଥିବା ଦେଶବ୍ୟାପୀ ଅଶାନ୍ତି ମଧ୍ୟରେ ଏକ ଚମକାଇଲା ଭଳି ତଥ୍ୟ ସାମ୍ନାକୁ ଆସିଛି। ପ୍ରାୟ ୨,୦୦୦ ଲୋକ ଏହି ଆନ୍ଦୋଳନରେ ପ୍ରାଣ ହରାଇଥିବା ଜଣେ ଇରାନୀୟ ଅଧିକାରୀ ମଙ୍ଗଳବାର ‘ରଏଟର୍ସ’କୁ ସୂଚନା ଦେଇଛନ୍ତି। ଦେଶରେ ଚାଲିଥିବା ଦମନଲୀଳା…