ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ଜିତିବ ୨୦୨୬ ଟି-୨୦ ବିଶ୍ୱକପ? ୨୦୦୭ ବିଶ୍ୱକପ ସହିତ ରହୁଛି ବିଶେଷ ସମ୍ପର୍କ ନୂଆଦିଲ୍ଲୀ,୩।୩: ଭାରତୀୟ କ୍ରିକେଟ ଦଳ ୨୦୨୬ ଟି-୨୦ ବିଶ୍ୱକପ ସେମିଫାଇନାଲରେ ସ୍ଥାନ ପକ୍କା କରିଛି। ଟିମ ଇଣ୍ଡିଆ ମାର୍ଚ୍ଚ ୫ ରେ ଇଂଲଣ୍ଡ ବିପକ୍ଷରେ ସେମାନଙ୍କର ସେମିଫାଇନାଲ ମ୍ୟାଚ ଖେଳିବ। ଭାରତ ଡିଫେଣ୍ଡିଂ ଚାମ୍ପିଅନ ଏବଂ ଟ୍ରଫି ରକ୍ଷା କରିବାକୁ ଆଗ୍ରହୀ…