ଜୁନ୍ ୧ ଭୋଟଗ୍ରହଣ ପାଇଁ ୩୦ ତାରିଖ ସନ୍ଧ୍ୟାରୁ ୧୪୪ ଧାରା ଜାରି,୧୦୦ ମିଟର ମଧ୍ୟରେ ଫୋନ୍ ବ୍ୟବହାର ନିଷେଧ କଟକ,୨୯ା୫ (କାର୍ତ୍ତିକ ସାହୁ): ଅନ୍ତିମ ପର୍ଯ୍ୟାୟ ଜୁନ୍ ୧ ତାରିଖ ଭୋଟ ପାଇଁ କଟକ ଜିଲାର ନିଆଳି, ସାଲେପୁର ଏବଂ ମାହାଙ୍ଗା ବିଧାନସଭା ନିର୍ବାଚନ ମଣ୍ଡଳୀର ଅଞ୍ଚଳରେ ୧୪୪ ଧାରା ଜାରି ହେବ । ଜିଲାପାଳ ଅରିନ୍ଦମ ଡାକୁଆ ଭାରତୀୟ...