2024 election

ଭୋଟରଙ୍କୁ କଂଗ୍ରେସର ଗ୍ୟାରେଣ୍ଟି କାର୍ଡ: ଏଥିରେ ରହିଛି ବଡ଼ ପ୍ରତିଶ୍ରୁତି

ମୋରଡ଼ା,୨୦ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ପାଣିପାଗରେ ଉଷ୍ମତା ଦେଖିବାକୁ ମିଳିଛି। ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି,…

2 years ago

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି।…

2 years ago

ଟିଟିଲାଗଡ଼ରେ ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍‌ ଖୋଲିବା ପରେ ଭୋଟରମାନେ ଲମ୍ବା ଧାଡ଼ିରେ…

2 years ago

ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି, କଣ୍ଟାବାଞ୍ଜି ଆସନରେ ହେବ ଆଜି ଭୋଟ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ…

2 years ago

ରାତି ପାହିଲେ ନିର୍ବାଚନ: ପୁରୁଷୋତ୍ତମପୁରର ୧୪୭ ବୁଥ୍‌ରେ ୧ ଲକ୍ଷ ୪୧ ହଜାର ୭୬୬ ଜଣ କରିବେ ମତଦାନ

ପୁରୁଷୋତ୍ତମପୁର,୧୯ା୫(ସିମାଞ୍ଚଳ ମିଶ୍ର): ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ରବିବାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ସକାଳୁ…

2 years ago

ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ମୋରଡ଼ା ଭାଜପା, ଏଥିରେ ରହିଛି ୧୫ ବଡ଼ ପ୍ରତିଶ୍ରୁତି…

ମୋରଡ଼ା,୧୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଆସନ୍ତା ଜୁନ୍‌ ୧ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିପାଇଁ ଭାଜପା ସଜବାଜ ହେବା ଆରମ୍ଭ…

2 years ago

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ମୋରଡ଼ା…

2 years ago

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି। ଏହି…

2 years ago

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ କରିବେ…

2 years ago

୩୪ ନଂ ଜୋନ୍‌ରେ କେନ୍ଦ୍ର ସରକାରଙ୍କ ଗ୍ୟାରେଣ୍ଟିକୁ ନେଇ ପ୍ରାର୍ଥୀଙ୍କ ଭୋଟ୍‌ ଭିକ୍ଷା

ହାଟଡିହୀ,୧୮।୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ୩୪ନଂ ଜୋନ୍‌ ଅଧୀନ ୭ଟି ପଞ୍ଚାୟତରେ ଭାଜପା ପକ୍ଷରୁ ନିର୍ବାଚନୀ ପ୍ରଚାର କରାଯାଇଛି। ବିଧାୟକ…

2 years ago

ଶେଷଦିନରେ ଦୁଇ ଦଳର ପ୍ରଚାର ଜୋର୍‌ଦାର

ଖଲ୍ଲିକୋଟ,୧୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସିରେ ପ୍ରଚାର ଶେଷଦିନରେ ଦୁଇଦଳର ଜୋର୍‌ଦାର ପ୍ରଚାର ଚାଲିଛି। ପୋଲିସର କଡ଼ା ସୁରକ୍ଷା ବଳୟ ଭିତରେ ପ୍ରଚାର ରାଲି…

2 years ago

ନିର୍ବାଚନ ମଇଦାନ ରାଜକିଶୋର-କୃଷ୍ଣଚନ୍ଦ୍ର ମୁହାଁମୁହିଁ, ପରସ୍ପରକୁ କହିଲେ…

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରେ ମୋଟ୍‌ ୧୭ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ସାରିଛନ୍ତି। ବିଜେଡିରୁ ପ୍ରୀତିନନ୍ଦା…

2 years ago