ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…
ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ ଯୋଗ ଦେଇ ମୋଦି ସରକାରଙ୍କ ସଫଳତା ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି...
ଭୁବନେଶ୍ୱରରେ ଜେପି ନଡ୍ଡା
ଭୁବନେଶ୍ୱର,୧୫ା୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛନ୍ତି। ପରେ ଏକ ହୋଟେଲରେ ଭାଜପା ମହିଳା କାର୍ଯ୍ୟକର୍ତ୍ତାଙ୍କ ସହ ଏକ ବୈଠକ କରିଛନ୍ତି। ଆସନ୍ତାକାଲି ନଡ୍ଡା ରାଜଧାନୀରେ ରୋଡ୍ ଶୋ’ କରିବେ।...
ନିଜ ସପକ୍ଷରେ ଭୋଟ୍ ଦେବାକୁ ଭୋଟରଙ୍କୁ ନିବେଦନ କଲେ ଅଭିମନ୍ୟୁ
ହାଟଡିହୀ,୧୫ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସମଣା ପଞ୍ଚାୟତ ବରାଙ୍ଗଠାରେ ମହିଳା ବିଜେଡି କାର୍ଯ୍ୟାଳୟ ଉଦ୍ଘାଟିତ ହୋଇଛି। ପ୍ରଥମେ ମହିଳାମାନେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କୁ ବନ୍ଦାପନା କରିଥିଲେ। ପରେ ଅଭିମନ୍ୟୁ ଫିତା କାଟି କାର୍ଯ୍ୟାଳୟକୁ...
ନବୀନଙ୍କ ଉପରେ ଖୁବ୍ ବର୍ଷିଲେ ଶାହା
ଭଞ୍ଜନଗର,୧୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାରେ ବୁଧବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ସମାବେଶ ହୋଇଥଲା। ଏଥିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର ନବୀନ ସରକାର ବିରୋଧରେ ବର୍ଷିଥିଲେ। ଶାହା କହିଛନ୍ତି,...
କଟକରେ ଶାହାଙ୍କ ରୋଡ୍ ଶୋ’
କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଆଜି ପ୍ରଥମେ...
ଭାଜପା ସରକାର ଆସିଲେ ପ୍ରଥମେ ସାବାଡ୍ ହେବେ ଚିଟ୍ଫଣ୍ଡକାରୀ
ସୋରଡ଼ା,୧୫ା୫: ବୁଧବାର ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର ସୋରଡ଼ାଠାରେ ଆୟୋଜିତ ଏକ ସମାବେଶରେ ଯୋଗ ଦେଇଥିଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା। ସେ ତାଙ୍କ ଅଭିଭାଷଣରେ କହିଥିଲେ, ଭାଜପା ସରକାର ଆସିଲେ...
ଗରିବ ମହିଳା, ବେକାରୀଙ୍କ ପାଇଁ ମାସକୁ ୮୫୦୦ ଟଙ୍କା ଘୋଷଣା କଲେ ରାହୁଲ
ବଲାଙ୍ଗୀର,୧୫ା୫(ସୁନୀଲ ମହାନ୍ତି): ଯେଉଁ ସମ୍ବିଧାନ ଦେଶର ଅଗଣିତ ଚାଷୀ, ଗରିବ, ଖଟିଖିଆ, ମଜଦୂର, ମହିଳା, ଯୁବକ, ଯୁବତୀଙ୍କୁ ବଞ୍ଚିବାର ଅଧିକାର ଦେଇଛି, ସେଇ ସମ୍ବିଧାନକୁ ଭାଜପା ଫାଡ଼ି ଦେବ ବୋଲି ଘୋଷଣା କରିଛି। ଭାରତର ଜନସାଧାରଣ ଓ କଂଗ୍ରେସ ଥିବା...
ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏହି ୩ ବଡ଼ ପ୍ରତିଶ୍ରୁତି, କହିଲେ…
ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ଜୋର୍ଦାର୍ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନା ଯଥା ବିଏସ୍କେଓ୍ବାଇ , ମିଶନ ଶକ୍ତି, ଲକ୍ଷ୍ମୀ ବସ୍, ମମତା ଯୋଜନା, ୫-ଟିସ୍କୁଲ, ନୂଆ ଓ...
ମାଓବାଦୀ ପ୍ରବଣ ଅଞ୍ଚଳରେ ମତ ସାବ୍ୟସ୍ତ କଲେ ଭୋଟର, ବୁଥ୍ ଉପରେ ତୀକ୍ଷ୍ଣ ନଜର
ଲାଞ୍ଜିଗଡ଼,୧୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ସାଧାରଣ ନିର୍ବାଚନ ସୋମବାର ସକାଳ ୭ଟାରୁ ଶାନ୍ତିଶୃଙ୍ଖଳା ସହ ଆରମ୍ଭ ହୋଇଥିବା ବେଳେ ମାଓବାଦୀ ପ୍ରବଣ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ମତ ସାବ୍ୟସ୍ତ କରିଛନ୍ତି ଭୋଟର। ଲାଞ୍ଜିଗଡ଼ ନିର୍ବାଚନ ମଣ୍ଡଳୀ...
ଧାଡ଼ିରେ ଠିଆ ହୋଇ ଭୋଟ୍ ଦେଲେ ଦିବ୍ୟଶଙ୍କର
ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ବଜାରପଡ଼ାସ୍ଥିତ ବୁଥ୍ ନଂ ୨୬୨ରେ ଭୋଟ୍ ଦେଇଛନ୍ତି ଜୁନାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର। ଦୀର୍ଘ ସମୟ ଧରି ଲମ୍ବା ଧାଡ଼ିରେ ଛିଡ଼ା...
ସକାଳ ୯ଟା ସୁଦ୍ଧା ୯.୨୫% ମତଦାନ
ଭୁବନେଶ୍ୱର,୧୩ା୫: ସୋମବାର ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ତେବେ ସକାଳ ୯ଟା ସୁଦ୍ଧା ମୋଟ୍ ୯.୨୫ ପ୍ରତିଶତ ମତଦାନ ନେଇ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ଗଜପତିରେ ୧୦.୨୦ ପ୍ରତିଶତ ମତଦାନ ହୋଇଥିବା ବେଳେ ନୂଆପଡ଼ାରେ ୯.୯୮%,...
୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର
ଛତ୍ରପୁର,୧୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଗଞ୍ଜାମ ଜିଲାର ଛତ୍ରପୁର, ବ୍ରହ୍ମପୁର, ଗୋପାଳପୁର, ଚିକିଟି ଓ ଦିଗପହଣ୍ଡି ବିଧାନସଭା ପାଇଁ ଆଜି ମତଦାନ ହୋଇଛି। ଗଞ୍ଜାମ ଜିଲାର...
Archives


