Tag Archives: 2024 election

କାହା ନାଁ ନ ନେଇ ଜୋର୍‌ଦାର ବର୍ଷିଲେ ମୋଦି

ନୂଆଦିଲ୍ଲୀ,୧୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ପ୍ରଚାରରେ ନିରନ୍ତର ରହିଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର ମହାରାଷ୍ଟ୍ରର ନନ୍ଦୁରବରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଉପରେ ଜୋରଦାର ବର୍ଷିଛନ୍ତି। ସେ କର୍ନାଟକରେ ଶାସନ କରୁଥିବା କଂଗ୍ରେସରେ...

ଜମୁଛି ପ୍ରଚାର: ଏମ୍‌ପି, ବିଧାୟକ ପ୍ରାର୍ଥୀ ଘରକୁ ଘର ବୁଲି କରୁଛନ୍ତି ଭୋଟ୍‌ଭିକ୍ଷା

ଦାରିଙ୍ଗବାଡ଼ି,୧୦ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦୁର୍ଗମ ପଞ୍ଚାୟତ କାଟିଙ୍ଗିଆଠାରୁ କଂଗ୍ରେସ ଦଳର ଏମ୍‌ପି ଓ ବିଧାୟକ ପ୍ରାର୍ଥୀ ନିଜ ପ୍ରଚାର ଆରମ୍ଭ କରିଛନ୍ତି। ପ୍ରକାଶ ଯେ, ଏମ୍‌ପି ପ୍ରାର୍ଥୀ ଅମିରଚାନ୍ଦ ନାୟକ ଏବଂ ବିଧାୟକ ପ୍ରାର୍ଥୀ ପ୍ରଫୁଲ...

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ନିକଟସ୍ଥ ଏକ ପଡ଼ିଆରେ ହେବାକୁ ଥିବା ସଭାରେ ଉପସ୍ଥିତ ଜନତାଙ୍କୁ...

କନ୍ଧମାଳବାସୀଙ୍କୁ ଭୋଟ୍‌ ମାଗିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୯ା୫(ରାକେଶ କୁମାର ରାଉତ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗୁରୁବାର କନ୍ଧମାଳ ଗସ୍ତରେ ଆସି ଭୋଟ୍‌ ମାଗିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ୭ ବିଧାନସଭା ପ୍ରାର୍ଥୀ ଏବଂ ଏମ୍‌ପି ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇ ଜୟଯୁକ୍ତ କରିବାକୁ କହିଛନ୍ତି।...

ମୁଁ ଯୁଆଡ଼େ ଯାଏ ଖାଲି ମୋଦି-ମୋଦି ଇକୋ ହୁଏ: ଶାହା

ହାଇଦ୍ରାବାଦ,୯ା୫: ତେଲେଙ୍ଗନାର ଭୋଙ୍ଗୀର ଲୋକ ସଭା ନିର୍ବାଚନମଣ୍ଡଳୀରେ ଏକ ସମାବେଶକୁ ସମ୍ବୋଧିତ କରି ଗୁରୁବାର ଶାହା କହିଛନ୍ତି, ଏହି ନିର୍ବାଚନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଭାରତୀୟ ଗ୍ୟାରେଣ୍ଟି’ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଚାଇନା ଗ୍ୟାରେଣ୍ଟି’ ମଧ୍ୟରେ ହୋଇଛି।...

୨୦୨୪ ନିର୍ବାଚନ ହେଉଛି ମୋଦି ବନାମ ରାହୁଲ, କାହିଁକି ଏପରି କହିଲେ ଶାହା…

ହାଇଦ୍ରାବାଦ,୯ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ନିର୍ବାଚନୀ ସଭାରେ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି।  ଶାହା  ଗୁରୁବାର କହିଛନ୍ତି, ୨୦୨୪ ହେଉଛି ରାହୁଲ ଗାନ୍ଧୀ ବନାମ ନରେନ୍ଦ୍ର ମୋଦି। ଏହା ‘ବିକାଶ ପାଇଁ ଭୋଟ୍‌’ ଏବଂ ‘ଜିହାଦ ପାଇଁ...

ପ୍ରାର୍ଥିପତ୍ର ଦାଖଲ କଲେ ଅରିନ୍ଦମ

ସାଲେପୁର,୯ା୫: ସାଲେପୁରର ଭାଜପା ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ପୂର୍ବରୁ ସେ କଟକର ଚଣ୍ଡୀମନ୍ଦିର ଯାଇ...

କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…

ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ ଓହ୍ଲାଇ ସେଠାରୁ ସଡ଼କ ପଥରେ ଲାଲ୍‌ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ଭାଜପାର...

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା ଗ୍ରାମର ପୂର୍ବତନ ଭାଜପା ନଗର ସଭାପତି ସୁଦାମ ଚରଣ ଜେନା ତାଙ୍କ ସମର୍ଥକଙ୍କ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୋମବାର ନିଜ ଗାଁ ପାଟଣା ବ୍ଲକ ଭାଗପସି ଠାକୁରାଣୀ ପୀଠରେ ସ୍ବତନ୍ତ୍ର ପୂଜାର୍ଚ୍ଚନା...

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର କରିଛନ୍ତି। ପୂର୍ବାହ୍ନ ୧୧ ଟା ୪୦ ରେ ମୁଖ୍ୟମନ୍ତ୍ରୀ ଭବାନୀପାଟଣା...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri