ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୫ ସଂସଦୀୟ କ୍ଷେତ୍ର…
ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ
ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ ହୋଇଛି ମତଦାନ। ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହେଉଥିବା ବେଳେ…
ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ
ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ ଲୋକ ସଭା ନିର୍ବାଚନମଣ୍ଡଳୀ ପାଇଁ ୫୫ ଜଣ…
‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’
ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ କଡ଼ା ଟାର୍ଗେଟ୍ କରିଛନ୍ତି। ସମ୍ବିଧାନ ରଦ୍ଦ କରିବା ଅଭିଯୋଗରେ ଇଣ୍ଡିଆ…
ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ
ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଚକ୍ଷୁ ଚିକିତ୍ସାଳୟ ନିକଟସ୍ଥ ମେଘମାଳା ମୋଠାରେ ଆୟୋଜିତ କାର୍ଯ୍ୟକ୍ରମରେ ୨୦୨୪…
ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର
ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ସୋମବାର ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ବିଜେଡି ଛାଡ଼ି ପୁଣି ଭାଜପାକୁ ଫେରିଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ମେଲ୍ ଯୋଗେ…
ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ
ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ ସ୍ତ୍ରୀ ପ୍ରୀତିନନ୍ଦା କାନୁନ୍ଗୋଙ୍କୁ ପ୍ରାର୍ଥୀ କରିଛି। ତେବେ ଶ୍ରୀମତୀ କାନୁନ୍ଗୋଙ୍କ ପ୍ରତି ନିଜ ଦଳର…
ରାଜନୀତିର ହଟ୍ସ୍ପଟ୍ ଗୋପାଳପୁର: ପ୍ରଚାର ମଇଦାନକୁ ଓହ୍ଲାଇଲା ଭାଜପା
ଗୋପାଳପୁର,୨୧ା୪(ନବୀନ ରାଜ ଆଚାରୀ): ରାଜ୍ୟ ରାଜନୀତିରେ ହଟସ୍ପଟ୍ ରୂପେ ପରିଚିତ ଗୋପାଳପୁର ନିର୍ବାଚନ ମଣ୍ଡଳୀ। ଏଠାରେ କେଉଁ ଦଳର ପ୍ରାର୍ଥୀ ବାଜି ମାରିବେ ସେ ନେଇ ସମସ୍ତଙ୍କ ନଜର ରହିଛି। ଅନ୍ୟ ପଟେ ଦିନକୁ ଦିନ ରାଜନୀତି ତାତି ବି ବଢ଼ିବାରେ…
ନାମାଙ୍କନପତ୍ର ଦାଖଲ କଲେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ରାଜନା ଦୋରା
ପଟାଙ୍ଗି,୨୦ା୪(ଶରତ ଧଳ): ଲୋକ ସଭା ଓ ବିଧାନସଭା ନିର୍ବାଚନକୁ ନେଇ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ଚଳଚଞ୍ଚଳ ହୋଇ ଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳର ବିଧାୟକ ଏବଂ ଏମ୍ପି ପ୍ରାର୍ଥୀ ନିଜ ନିଜର ନାମାଙ୍କନପତ୍ର ଦାଖଲ କରି ପ୍ରଚାର ମଇଦାନକୁ ଓହ୍ଲାଇ…
ଭୋଟ୍ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ
ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’ ୨୦ରେ ଏଠାରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ନିର୍ବାଚନ ଆଚରଣ ବିଧି ଲାଗୁ ବି ହୋଇସାରିଛି। ଏବେ ଗାଁ’ଗଣ୍ଡାରେ…
ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍ପି ପ୍ରାର୍ଥୀ
କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି ଇଂ ବିନୋଦ ନାୟକଙ୍କ ନାମ ଘୋଷଣା କରାଯାଇଛି। ଏହାକୁ ନେଇ କଂଗ୍ରେସ ଶିବିରରେ ଖୁସିର…
ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ
ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି ପ୍ରାର୍ଥୀ ବଦଳାଇଥିବା ବେଳେ ଗୋଟିଏ ଲୋକ ସଭା ଆସନରେ ପ୍ରାର୍ଥୀ ବଦଳାଇଛି। କେନ୍ଦୁଝର ଲୋକ…
Archives


