Tag Archives: 2024 election

ନିର୍ବାଚନ ଫଳାଫଳ ପରେ ବଦଳିଲା ସେୟାର ମାର୍କେଟ୍‌ ସ୍ଥିତି

ମୁମ଼୍ବାଇ,୫ା୬: ଦେଶରେ ରାଜନୈତିକ ସ୍ଥିତିକୁ ନେଇ ବଦଳିଛି ସେୟାର ମାର୍କେଟ୍‌ ସ୍ଥିତି। ମଙ୍ଗଳବାର ନିର୍ବାଚନ ଗଣତି ସମୟରେ ଯେଉଁଭଳି ଭାବେ ସେୟାର ମାର୍କେଟ୍‌ କ୍ରାସ୍‌ କରିଥିଲା ବୁଧାବାର ଏଥିରେ ସୁଧାର ପରିଲିକ୍ଷିତ ହୋଇଛି। ସେନ୍‌ସେକ୍ସ ଏବଂ ନିଫ୍ଟିରେ ଲଗାତାର ବୃଦ୍ଧି-ହ୍ରାସ ଦେଖିବାକୁ…

ଚାଲିଥିଲା ଭୋଟ ଗଣତି, ବୁଡ଼ିଗଲା ୩୧ ଲକ୍ଷ କୋଟି

ମୁମ଼୍ବାଇ,୪|୬: ଦେଶରେ ଲୋକସଭା ନିର୍ବାଚନ ଚାଲିଥିବା ବେଳେ ବୁଡ଼ି ଯାଇଛି। ୩୧ ଲକ୍ଷ କୋଟି ଟଙ୍କା । ଦେଶରେ କାହାର ସରକାର ହେବ, କିଏ ନିର୍ବାଚନ ଜିତିବ ସେ ଦ଼୍ବନ୍ଦ ଭିତରେ ସେୟାର ମାର୍କେଟ କ୍ରାସ କରିଯିବାରୁ ନିବେଶକଙ୍କୁ ବଡ଼ କ୍ଷତି…

ବଦଳିଯିବ ଓଡ଼ିଶା ରାଜନୀତି, ଗଠନ ହେବ ନୂଆ ସରକାର !

ଭୁବନେଶ଼୍ବର,୪।୬: ରାଜ୍ୟରେ ଜାରି ରହିଛି ନିର୍ବାଚନ ଗଣତି। ପ୍ରଥମ ପର୍ଯ୍ୟାୟରୁ ଆଗରେ ଥିବା ବିଜେଡି ପୁଣିଥରେ ସରକାର ଗଢ଼ିବା ନେଇ ଆଶା କରାଯାଉଥିଲା । ହେଲେ ଦିନ ୧୦ଟା ପରେ ସ୍ଥିତି ବଦଳିଯାଇଥିଲା।  ଲିଡ୍‌କୁ ଚାଲିଆସିଥିଲା ଭାଜପା । ବର୍ତ୍ତମାନ ମଧ୍ୟ…

ତାଳଚେର ବିଧାନସଭା ଆସନ ବଜାୟ ରଖିଲା ବିଜେଡି

ତାଳଚେର,୪।୬: ତାଳଚେର ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପୁଣିଥରେ ବଜାୟ ରଖିଛି। ବର୍ତ୍ତମାନ ବିଧାୟକ ଥିବା ବ୍ରଜ କିଶୋର ପ୍ରଧାନ ପୁଣିଥରେ ଏହି ଆସନରୁ ବିଜୟୀ ହୋଇଛନ୍ତି। ତାଙ୍କୁ ମୋଟ ୭୫,୬୨୧ ଖଣ୍ଡ ଭୋଟ ମିଳିଥିବା ବେଳେ ନିକଟତମ ପ୍ରତିଦ଼୍ବନ୍ଦୀ…

ଆନ୍ଧ୍ର ପ୍ରଦେଶରେ ବଡ଼ ଓଲଟ ପାଲଟ, ବଦଳିବ ସରକାର

ନୂଆଦିଲ୍ଲୀ,୪।୬: ଆନ୍ଧ୍ର ପ୍ରଦେଶ ଭାଗଭାଗ ହେବାପରେ ତୃତୀୟଥର ବିଧାନସଭା ନିର୍ବାଚନ ହୋଇଥିଲା। ଲୋକ ସଭା ସହିତ ବିଧାନସଭା ନିର୍ବାଚନ ମିଳିତ ଭାବେ କରାଯାଇଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ ମତଗଣନା ଜାରି ରହିଛି। ହେଲେ ଗଣାନାରୁ ସ୍ପଷ୍ଟ ଜଣାପଡ଼ୁଛି ଯେ ସରକାର ବଦଳିବାକୁ…

ବିଜେଡି ହାତରୁ ଖସିଗଲା ଚିଲିକା ଆସନ, ଫୁଟିଲା ପଦ୍ମ

ଭୁବନେଶ଼୍ବର,୪।୬: ବହୁ ଚର୍ଚ୍ଚିତ ଚିଲିକା ବିଧାନସଭା ମଣ୍ଡଳୀ ଶାସକ ଦଳ ହାତରୁ ଖସି ଯାଇଛି। ଭାଜପା ଦଳର ପ୍ରାର୍ଥୀ ପୃଥ଼୍ବୀରାଜ ହରିଚନ୍ଦନ ଏଠାରୁ ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ରଘୁନାଥ ସାହୁଙ୍କୁ ପୃଥ଼୍ବୀରାଜ ୪,୫୬୬ ମାର୍ଜିନରେ ପରାସ୍ତ କରିଛନ୍ତି। ପୃଥ଼୍ବୀରାଜଙ୍କୁ ମୋଟ…

କଟକ ସଦରରେ ଫୁଟିଲା ପଦ୍ମ

କଟକ,୪ା୬: କଟକ ସଦର ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଇଂ ପ୍ରକାଶ ଚନ୍ଦ୍ର ସେଠୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଚନ୍ଦ୍ରସାରଥୀ ବେହେରାଙ୍କୁ ପରାସ୍ତ କରିଛନ୍ତି।

ବିହାର ଲୋକ ସଭା ରେଜଲ୍ଟ, ଜାଣନ୍ତୁ କିଏ ଆଗରେ…

ନୂଆଦିଲ୍ଲୀ,୪।୬: ବିହାରର ୪୦ଟି ଲୋକସଭା ଆସନ ପାଇଁ ଗଣତି ଭୋଟ ଗଣତି ଚାଲୁ ରହିଥିବାବେଳେ ଏନ୍‌ଡିଏ ଆଗରେ ରହିଛି। ୩୪ ଆସନରେ ଲିଡ୍‌ ଜାରି ରଖିଥିବା ଏନ୍‌ଡିଏର ଭାଜପା ୧୩ ସିଟ୍‌, ଜେଡିୟୁ ୧୫, ଲୋଜପା ରାମବିଳାଶ ୫ ସିଟ୍‌ରେ ଆଗରେ…

ରେକର୍ଡ ଦିଗରେ ଅଗ୍ରସର ହେଉଛନ୍ତି ଅମିତ୍‌ ଶାହା

ନୂଆଦିଲ୍ଲୀ,୪।୬: ସାରା ଦେଶରେ ଲୋକ ସଭା ନିର୍ବାଚନ ଗଣତି ଚାଲୁ ରହିଛି। ଏହାରି ମଧ୍ୟରେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ଗୃହମନ୍ତ୍ରୀ ଅମିତ୍‌ ଶାହା ରେକର୍ଡ ଦିଗରେ ଅଗ୍ରସର ହେଉଛନ୍ତି। ବିରାଟ ବ୍ୟବଧାନରେ ଅମିତ୍‌ ଶାହ ରହିଥିବା ନିର୍ବାଚନ…

ଆନ୍ଧ୍ର ପ୍ରଦେଶ ନିର୍ବାଚନ ଗଣତି, ଆଗରେ ଏହି ଦଳ

ନୂଆଦିଲ୍ଲୀ,୪।୬: ଆନ୍ଧ୍ର ପ୍ରଦେଶରେ ଟିଡିପି-ଭାଜପା ମେଣ୍ଟ ଭଲ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଛି। ଲୋକ ସଭା ସହିତ ବିଧାନସଭା ନିର୍ବାଚନ ଭୋଟ ଗଣତିରେ ଏନ୍‌ଡିଏ ଆଗରେ ରହିଛି । ଟିଡିପି-ଭାଜପା ମେଣ୍ଟ ୧୩୧ ଆସନରେ ଆଗୁଆ ରହିଥିବା ବେଳେ ଜଗମୋହନ ରେଡ୍ଡିଙ୍କ…

ଉତ୍ତର ପ୍ରଦେଶ ନିର୍ବାଚନ ଗଣତି, ଆଗରେ ଏହି ଦଳ

ନୂଆଦିଲ୍ଲୀ,୪୬: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ଗଣତି ଜାରି ରହିଛି ବିଜେପି-ଇଣ୍ଡି ମିିଳିତ ମଞ୍ଚ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିିଳିଛି| ବାରଣାସୀରୁ ପ୍ରଧାନମନ୍ତ୍ରୀ ମୋଦି, ଲକ୍ଷ୍ନେରୁ ରାଜନାଥ ସିଂ ଆଗରେ ରହିଛନ୍ତି | ଆମେଠିରୁ ନିର୍ବାଚନ ଲଢ଼ୁଥିବା ସ୍ମୃତି…

ଆନନ୍ଦପୁରରେ ବିଜେଡି ଆଗୁଆ

ହାଟଡିହୀ,୪ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ୩ୟ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିକୁ ୭୪୩୦ଖଣ୍ଡ, କଂଗ୍ରେସକୁ ୬୮୮୫ ଖଣ୍ଡ ଏବଂ ଭାଜପାକୁ ୫୩୫୩ ଖଣ୍ଡ ଭୋଟ୍‌ ମିଳିଛି। ଏଠାରେ ୨୯୧ଟି ଭୋଟ୍‌ କେନ୍ଦ୍ରରେ ଭୋଟ୍‌ ଗ୍ରହଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri