ନିର୍ବାଚନ ଫଳ ଆସିବା ପୂର୍ବରୁ ପାକିସ୍ତାନ କହିଲା, ମୋଦି ଜିତିଲେ…
ନୂଆଦିଲ୍ଲୀ,୪୬: ଚାଲିଛି ଲୋକସଭା ନିର୍ବାଚନ ଗଣତି| ହେଲେ ଫଳାଫଳ ଆସିବା ପୂର୍ବରୁ ଏକ୍ଜିଟ୍ ପୋଲରୁ ଜଣାପଡ଼ିଥିଲା ଯେ ଦେଶରେ ପୁଣିଥରେ ଭାଜପା ସରକାର ଗଠନ କରିପାରେ| ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇପାରନ୍ତି | ଏହାକୁ ନେଇ...
ବରଗଡ଼ ବିଧାନସଭା: ୪ର୍ଥ ରାଉଣ୍ଡରେ ଭାଜପାକୁ ପଛରେ ପକାଇଲା ବିଜେଡି
ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍ ଗଣତି ଜାରି ରହିଛି। ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡରେ ବିଜେଡି ନିକଟତମ ପ୍ରତିଦ୍ବନ୍ଦ୍ୱୀ ଭାଜପାକୁ ପଛରେ ପକାଇଛି। ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟଙ୍କୁ ୧୯ହଜାର...
ବରଗଡ଼ ବିଧାନସଭା: ପ୍ରଥମ ରାଉଣ୍ଡରେ ଭାଜପା ଆଗୁଆ
ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମଙ୍ଗଳବାର ଭୋଟ୍ ଗଣତି ଚାଲିଛି। ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡରେ ଭାଜପା ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ଅଶ୍ବିନୀ କୁମାର ଷଡ଼ଙ୍ଗୀ ଆଗୁଆ ଅଛନ୍ତି। ଅଶ୍ବିନୀଙ୍କୁ ୫୫୧୪ ଭୋଟ୍ ମିଳିଥିବା...
ବିଧାନସଭାରେ ଆଗୁଆ ଚାଲିଛି ଭାଜପା
ଭୁବନେଶ୍ୱର,୪ା୬: ରାଜ୍ୟରେ ମଙ୍ଗଳବାର ଜାରି ରହିଛି ଭୋଟ୍ ଗଣତି। ଏହି କ୍ରମରେ ଓଡ଼ିଶା ବିଧାନସଭାର ୧୪ଟି ଆସନରେ ଭାଜପା ଆଗୁଆ ଥିବା ବେଳେ ବିଜେଡି ୯ଟି ଆସନରେ ଆଗୁଆ ରହିଛି।
ନିର୍ବାଚନ ଫଳ ପୂର୍ବରୁ ବଡ଼ ଆକ୍ସନ, ୫ କଂଗ୍ରେସ ନେତା ନିଲମ଼୍ବିତ
ନୂଆଦିଲ୍ଲୀ,୪୬: ଲୋକସଭା ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ କଂଗ୍ରେସ ବଡ଼ ଆକ୍ସନ ନେଇଛି | ଚଣ୍ଡିଗଡ଼ରେ ଦଳର ୫ ନେତାଙ୍କୁ ୬ ବର୍ଷ ପାଇଁ ନିଲମ଼୍ବିତ କରାଯାଇଛି| ଏଥିସହିତ ସେମାନେ ରହିଥିବା ପଦପଦବୀରୁ ମଧ୍ୟ ତାଙ୍କୁ ବରଖାସ୍ତ କରାଯାଇଛି| କୁହାଯାଉଛି...
ଓଡ଼ିଶା ସହିତ ଏହି ରାଜ୍ୟରେ ଚାଲିଛି ବିଧାନସଭା ଭୋଟ ଗଣତି
ନୂଆଦିଲ୍ଲୀ,୪୬: ଓଡ଼ିଶା ସହିତ ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶରେ ଆରମ୍ଭ ହୋଇଛି ବିଧାନସଭା ନିର୍ବାଚନ ଭୋଟ ଗଣତି| ୧୪୭ ଆସନ ବିଶିଷ୍ଟ ଓଡ଼ିଶା ବିଧାନସଭା ପାଇଁ ମେ ୧୩ ତାରିଖରୁ ଜୁନ୍ ୧ ତାରିଖ ମଧ୍ୟରେ ୪ଟି ପଯର୍ୟାୟରେ ନିର୍ବାଚନ ଅନୁଷ୍ଠିତ...
ଆମେଠିରେ ଏପରି ହେବ ଭୋଟ୍ ଗଣତି, ଜାଣନ୍ତୁ ପୂରା ବିବରଣୀ…
ଲକ୍ଷ୍ନୌ,୩ା୬: ଆମେଠି ଲୋକ ସଭା ଆସନରୁ କଂଗ୍ରେସରୁ କିଶୋରୀ ଲାଲ ଶର୍ମା ନିର୍ବାଚନ ଲଢିଥିବା ବେଳେ ଭାଜପାର ସ୍ମୃତି ଇରାନୀ ତାଙ୍କ ବିପକ୍ଷରେ ରହିଥିଲେ। ତେବେ ନିର୍ବାଚନ ସରିବା ପରେ ଏକ୍ଜିଟ୍ ପୋଲ୍ ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ଏଥିରେ...
ଏକ୍ଜିଟ୍ ପୋଲ ରିପୋର୍ଟ: ପୁରୀରୁ ଜିତିବେ କି ସମ଼୍ବିତ୍ ପାତ୍ର ?
ଭୁବନେଶ଼୍ବର,୨।୬: ଲୋକସଭା ନିର୍ବାଚନକୁ ନେଇ ବିଭିନ୍ନ ଏଜେନ୍ସି ଜାରି କରିଥିବା ଏକଜିଟ୍ ପୋଲରୁ ପୁରୀକୁ ନେଇ ବଡ଼ ସଙ୍କେତ ମିଳିଛି। ପୁରୀ ଲୋକସବା ସିଟ୍ରୁ ନିର୍ବାଚନ ଲଢ଼ୁଥିବା ବିଜେପି ନେତା ସମ଼୍ବିତ ପାତ୍ରଙ୍କ ସପକ୍ଷରେ ଏହି ପୋଲ ମତ ଯାଇଛି।...
ବାଲିଗୁଡ଼ା, ଜି.ଉଦୟଗିରି ବିଧାନସଭା: ଆଉ ଦିନକ ପରେ ଗଣତି, ବଢୁଛି ହୃଦ୍ସ୍ପନ୍ଦନ
ବାଲିଗୁଡ଼ା,୨ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟ ସମେତ ସାରା ଦେଶରେ ଏଥର ସାଧାରଣ ନିର୍ବାଚନ ନିମନ୍ତେ ସରିଛି ଭୋଟ୍ ଗ୍ରହଣ। ଆଉ ଦିନକ ବିରତି ପରେ ମଙ୍ଗଳବାର ଗଣତି ଆରମ୍ଭ ହେବ। ଏନେଇ ସମସ୍ତଙ୍କ ମନରେ ଉତ୍କଣ୍ଠା ବଢ଼ିଚାଲିଛି। ଭୋଟ୍ ଦେଇଥିବା...
ନିର୍ବାଚନ ଡ୍ୟୁଟି ସମୟରେ ଚାଲିଗଲା ବିଏଲ୍ଓଙ୍କ ଜୀବନ
ଯାଜପୁର,୧ା୬(ହର୍ଷବର୍ଦ୍ଧନ ବେହେରା): ନିର୍ବାଚନ ଡ୍ୟୁଟିରେ ଥିବା ବେଳେ ଜଣେ ବିଏଲ୍ଓଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା ବିଞ୍ଝାରପୁରରେ। ଓଳେଇ-ଚନ୍ଦନପୁରର ୧୫୭ ନଂ ବୁଥ୍ରେ କାର୍ଯ୍ୟରତ ବିଏଲ୍ଓ ମନୋରଞ୍ଜନ ସାହୁ(୫୬)ଙ୍କର ହୃଦ୍ଘାତରେ ମୃତ୍ୟୁ ଘଟିଛି। ତାଙ୍କ...
ବୁଥ୍ରେ ପହଞ୍ଚିଲେ ପୋଲିଂ ପାର୍ଟି
ଭଦ୍ରକ,୩୧ା୫(ସନାତନ ରାଉତ): ଜୁନ୍ ୧ରେ ଭଦ୍ରକ ଜିଲାରେ ଶେଷ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ଜିଲାର ସମସ୍ତ ବୁଥ୍ରେ ପୋଲିଂ ପାର୍ଟି ପହଞ୍ଚି ସାରିଛନ୍ତି। ଗୋଟିଏ ଲୋକ ସଭା ଓ ଜିଲାର ୫ ବିଧାନସଭା ପାଇଁ ୧୩୧୨ଟି ବୁଥ୍ରେ ମତଦାନ...
ସରିଲା ପ୍ରଚାର: ରାହୁଲଙ୍କ ୨ ଗୁଣା ରାଲି କରିଥିଲେ ମୋଦି
ନୂଆଦିଲ୍ଲୀ, ୩୧।୫: ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟ ମତଦାନ ଶନିବାର ଅନୁଷ୍ଠିତ ହେବାକୁ ଥିବାବେଳେ ଏଥିପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏଥିସହିତ ଲୋକ ସଭା ନିର୍ବାଚନର ପ୍ରଚାର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି,...
Archives


