Tag Archives: 2024 election

ପାଟକୁରାର ସାମୂହିକ ବିକାଶ ମୁଖ୍ୟ ଲକ୍ଷ୍ୟ: ଅରବିନ୍ଦ

କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀ ରାଜ୍ୟ ରାଜନୀତିରେ ଗୁରୁତ୍ୱ ବହନ କରିଆସିଛି। ଅତୀତରେ ଏଠାରୁ ରାଜ୍ୟର ବହୁ ପ୍ରମୁଖ ନେତା ନିର୍ବାଚିତ ହୋଇ ପାଟକୁରାକୁ ରାଜନୈତିକ କ୍ଷେତ୍ରରେ ଏକ ନୂତନ ଦିଗ୍‌ଦର୍ଶନ ଦେଇଛନ୍ତି। ତେବେ ଚଳିତ ନିର୍ବାଚନରେ ପାଟକୁରା ପାଇଁ…

ନିମ୍ନମାନର ଭାଷା, ଘୃଣ୍ୟ ଭାଷଣ ଦେଉଛନ୍ତି ମୋଦି ଜୀ, ଚିଠି ଲେଖିଲେ ମନମୋହନ ସିଂ

ନୂଆଦିଲ୍ଲୀ,୩୦ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡକ୍ଟର ମନମୋହନ ସିଂ ଲୋକ ସଭା ନିର୍ବାଚନ ୨୦୨୪ର ଶେଷ ପର୍ଯ୍ୟାୟ ଭୋଟ୍‌ ପୂର୍ବରୁ ଭୋଟରଙ୍କୁ ଏକ ବିଶେଷ ଆବେଦନ କରିଛନ୍ତି। ଅନ୍ୟ ପଟେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ…

ବିଜେଡି-ଭାଜପା ମିଶିକି ଅଛନ୍ତି, ଚିନ୍ତାଧାରା ବି ଗୋଟିଏ: ରାହୁଲ

ସିମୁଳିଆ,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶା ଆସିଛନ୍ତି କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ।…

ଓଡ଼ିଶା ମାଟିର ଝିଅ କିମ୍ବା ପୁଅ ହେବେ ଭାଜପା ମୁଖ୍ୟମନ୍ତ୍ରୀ, ଖୋଲି କହିଦେଲେ ମୋଦି

କେନ୍ଦ୍ରାପଡ଼ା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କେନ୍ଦ୍ରାପଡ଼ାରେ ଆୟୋଜିତ ଏକ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏହି ସମାବେଶକୁ ଉଦ୍‌ବୋଧନ ଦେଇ ମୋଦି କହିଛନ୍ତି, ଆଗାମୀ ୬ ମାସ ମଧ୍ୟରେ ବିଜେଡିରେ ବଡ଼ଧରଣର ବିସ୍ଫୋରଣ ହେବ। ଓଡ଼ିଶା ଏଥର ଡବଲ ଇଞ୍ଜିନ…

ବିକାଶ ନାଁରେ ବିଶ୍ୱାସଘାତ କରିଛି ବିଜେଡି: ମୋଦି

ରେମୁଣା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବାଲେଶ୍ୱର ଜିଲାର ରେମୁଣାଠାରେ ଏକ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏଠାରେ ଆୟୋଜିତ ଜନସମାବେଶକୁ ସମ୍ବୋଧିତ କରି ମୋଦି କହିଛନ୍ତି, ଓଡ଼ିଶା ଲୋକଙ୍କ ଭଲପାଇବାକୁ ମୁଁ କେବେ…

ଅଖିଳେଶ, ରାହୁଲ ପାଇବେ ଏତିକି ସିଟ୍‌ କହିଲେ ଶାହା

ଲକ୍ଷ୍ନୌ,୨୭ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୋକ ସଭା ନିର୍ବାଚନ ପ୍ରଚାର କରିବା ପାଇଁ ଉତ୍ତରପ୍ରଦେଶ କୁଶୀନଗରରେ ପହଞ୍ଚିଛନ୍ତି। ଏହି ସମୟରେ ଏଠାରେ ଶାହା ଦୃଢ଼ତା ସହ କହିଛନ୍ତି ଯେ, ରାହୁଲ ଗାନ୍ଧୀଙ୍କ ଦଳ ୪୦ ସିଟ୍‌ ଅତିକ୍ରମ କରିପାରିବ…

୨୮ରେ ନିମାପଡ଼ା ଆସିବେ ଶାହା

ନିମାପଡ଼ା,୨୭ା୫(ବିଚିତ୍ରାନନ୍ଦ ସାହୁ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୨୮ ତାରିଖରେ ନିମାପଡ଼ା ଗସ୍ତରେ ଆସୁଛନ୍ତି। ଭାଜପା ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସାଧାରଣ ସଭାରେ ମନ୍ତ୍ରୀ ଶାହା ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଥିବା ଭାଜପା ନେତୃବୃନ୍ଦମାନଙ୍କ ସୂତ୍ରରୁ ଜଣାପଡ଼ିଛି।…

ଖରାପ ପାଗ ଯୋଗୁ ୫ ନିର୍ବାଚନମଣ୍ଡଳୀରେ ପ୍ରଚାର କରିପାରିଲେନି ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୭।୫(ସୁନିତ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ମୟୂରଭଞ୍ଜ ଲୋକ ସଭା କ୍ଷେତ୍ରର ୬ଟି ନିର୍ବାଚନମଣ୍ଡଳୀରେ ଭାଜପା ପକ୍ଷରୁ ଆୟୋଜିତ ‘ବିଜୟ ସଂକଳ୍ପ ସଭା’ ସମେତ ବାରିପଦା ସହରରେ ରୋଡ୍‌ ଶୋ’ରେ ଯୋଗଦେବାର କାର୍ଯ୍ୟକ୍ରମ ଥିଲା। ମାତ୍ର ଖରାପ ପାଗ…

ବିଜେଡିକୁ ଚିନ୍ତା ନିମାପଡ଼ା, ଚାନ୍ଦବାଲି

ଭୁବନେଶ୍ୱର,୨୭ା୫(ଅନିଲ ଦାସ): ରାଜ୍ୟରେ ଆସନ୍ତା ଜୁନ ୧ ତାରିଖରେ ଶେଷ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ହେବାକୁ ଥିବା ଭଦ୍ରକ ଜିଲାର ଚାନ୍ଦବାଲି ଓ ନିମାପଡା ବିଧାନସଭା ଆସନ ବିଜେଡି ପାଇଁ ଚିନ୍ତାର କାରଣ ହୋଇଛି। ନିମାପଡ଼ାର ପୂର୍ବତନ…

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ପରେ ଚାଲିଛି ମୂଲ୍ୟାଙ୍କନ, ଏହି ଦଳ ମାରିବ ବାଜି…

ହାଟଡିହୀ,୨୬ା୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନୀ ପରୀକ୍ଷା ସରିଯାଇଛି। କାହା ସପକ୍ଷରେ କେତେ ଭୋଟ୍‌ ଯିବ ତାକୁ ନେଇ ଏବେ ମୂଲ୍ୟାଙ୍କନ ଚାଲିଛି। ଜନାଦେଶ ଫଳାଫଳ ଜୁନ୍‌ ୪ରେ ସ୍ପଷ୍ଟ ହୋଇଯିବ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ୨୯୧ଟି ଭୋଟ୍‌…

ବିଜେଡି ସରକାର ଗଠନ କରିସାରିଛି, ବିରୋଧୀ ହାଓ୍ବା କରୁଛନ୍ତି: ପାଣ୍ଡିଆନ

ଭୁବନେଶ୍ୱର,୨୬ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ରହିଛି। ଭାଜପା ସରକାର ଗଠନ କରିବ ବୋଲି କହୁଥିବା ବେଳେ ବିଜେଡି ମଧ୍ୟ ଜୋର୍‌ ଦେଇ କହୁଛି ସେ ସରକାର ଗଠନ କରିବ। ଏନେଇ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ…

ଭୋଟ୍‌ ଦେବାକୁ ଆସି ଫେରିଗଲେ ଭୋଟର

ନିରାକାରପୁର,୨୫ା୫(ମାନସ ଚନ୍ଦ୍ର ପଟ୍ଟନାୟକ): ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହିକ୍ରମରେ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ବୁଥ୍‌ରେ ଶାନ୍ତିଶୃଙ୍ଖଳାର ସହ ମତଦାନ ଅନୁଷ୍ଠିତ ହୋଇଥିଲା। ନିର୍ବାଚନ ନିୟମ ଅନୁଯାୟୀ, ସକାଳ ୭ଟାରୁ ନିରାକାରପୁର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?