ଭାଜପା କର୍ମୀଙ୍କ ଉପରକୁ ଟେକାପଥର ମାଡ଼, ଜୀବନ ବଞ୍ଚାଇବାକୁ ପ୍ରାଣ ବିକଳରେ ଦୌଡ଼ିଲେ
କୋଲକାତା,୨୫ା୫: ପଶ୍ଚିମବଙ୍ଗରେ ଭାଜପା ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ ହୋଇଛି। ଆକ୍ରମଣକାରୀମାନେ ଟେକାପଥର ମାଡ଼ କରିବାରୁ ଭାଜପା କର୍ମୀମାନେ ନିଜ ଜୀବନ ବଞ୍ଚାଇବା ପାଇଁ ପ୍ରାଣ ବିକଳରେ ଦୌଡ଼ିଥିଲେ। ଏହି ଘଟଣାରେ ଭାଜପା ତୃଣମୂଳ କଂଗ୍ରେସକୁ ଦାୟୀ କରିଛି। #WATCH | West…
ଇଭିଏମ୍ ଭାଙ୍ଗି ଫେରାର ହୋଇଯାଉଥିଲେ ପ୍ରଶାନ୍ତ ଜଗଦ୍ଦେବ, ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ
ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ଼ ବ୍ଲକର ଏକ ବୁ୍ଥ୍ରେ ପଶି ଇଭିଏମ୍ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ଏମ୍ପି ପ୍ରାର୍ଥୀ ଅପରାଜିତାଙ୍କ ଗାଡ଼ିରେ ଫେରାର ହୋଇ ଯାଉଥିବା ବେଳେ…
ଇଭିଏମ୍ ଭାଙ୍ଗି ପ୍ରଶାନ୍ତ ଜଗଦ୍ଦେବ ଫେରାର
ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ ବ୍ଲକର ଏକ ବୁଥ୍ରେ ଇଭିଏମ୍ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳୀର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪ ନମ୍ବର…
କଟକ ଜିଲାର ୬ ନିର୍ବାଚନ ମଣ୍ଡଳୀରେ ମତଦାନ ପାଇଁ ବୁଥ୍ ପ୍ରସ୍ତୁତ: ଭୋଟରଙ୍କ ଆଗମନକୁ ଅପେକ୍ଷା
କଟକ,୨୪ା୫ (କାର୍ତ୍ତିକ ସାହୁ): ଏକକାଳୀନ ସାଧାରଣ ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ କଟକ ଜିଲାର ୬ଟି ନିର୍ବାଚନ ମଣ୍ଡଳୀରେ ମେ ୨୫ ତାରିଖ ଶନିବାର ମତଦାନ ଅନୁଷ୍ଠିତ ହେବ। ଜିଲାର ବଡ଼ମ୍ବା, ବାଙ୍କି, ଆଠଗଡ଼, କଟକ ଚୌଦ୍ୱାର, କଟକ ବାରବାଟୀ ଓ କଟକ…
ଅଖିଳେଶଙ୍କ ଏହି ବିଧାୟିକା ଭାଜପା ପାଇଁ କରୁଛନ୍ତି ପ୍ରଚାର, ସାମ୍ନାକୁ ଆସିଲା ଫଟୋ
ଲକ୍ଷ୍ନୌ,୨୪ା୫: ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୪ଟି ଆସନରେ ଶନିବାର ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ଏକ ଫଟୋ ସାମ୍ନାକୁ ଆସିଛି। ଯାହା ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କ ଟେନ୍ସନ୍କୁ ବଢ଼ାଇ ଦେଇଛି। ସମାଜବାଦୀ ପାର୍ଟିର…
ରାତି ପାହିଲେ ନିର୍ବାଚନ: ଆନନ୍ଦପୁରରେ ୨ଲକ୍ଷ ୩୩ ହଜାର ୨୦୩ ଭୋଟର କରିବେ ମତଦାନ
ଆନନ୍ଦପୁର,୨୪ା୫(ସୁଶାନ୍ତ କୁମାର ସାହୁ): ଓଡ଼ିଶାରେ ଆସନ୍ତାକାଲି ଅର୍ଥାତ୍ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଉଭୟ ଆନନ୍ଦପୁର ଏବଂ ଘସିପୁରା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବ। ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ୨ ଲକ୍ଷ ୩୩ ହଜାର ୨୦୩ ଭୋଟରଙ୍କ ମତଦାନ ପାଇଁ ୨୯୧ଟି ମତଦାନ…
ଭୋଟରଙ୍କୁ କଂଗ୍ରେସ ଦେଉଛି ଏସବୁ ପ୍ରତିଶ୍ରୁତି
ମୋରଡ଼ା,୨୪ା୫(ସ୍ମାରକ ମାଜୀ): ସାଧାରଣ ନିର୍ବାଚନକୁ ଆଉ ଅଳ୍ପ କିଛିଦିନ ବାକି ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀର ଜାତୀୟ କଂଗ୍ରେସର ବିଧାୟକ ପ୍ରାର୍ଥୀ ପ୍ରଭାସକର ମହାପାତ୍ର ଗୋଟିଏ ପରେ ଗୋଟିଏ କାର୍ଯ୍ୟକ୍ରମ କରି ଚାଲିଛନ୍ତି। ମହାପାତ୍ର ପ୍ରତି ପଞ୍ଚାୟତର ପ୍ରତିଟି…
୨୫ ତାରିଖରେ ମତଦାନ କରିବାକୁ ଜିଲାପାଳଙ୍କ ନିବେଦନ
ଭୁବନେଶ୍ୱର,୨୩ା୫(ଅସମାପିକା ସାହୁ): ଖୋର୍ଦ୍ଧା ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ୍ ଗ୍ରହଣ ହେବ। ଭାରତର ଶ୍ରେଷ୍ଠ ଗଣତାନ୍ତ୍ରିକ ବ୍ୟବସ୍ଥା ଏବଂ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ମତଦାନ କରିବାର ଅଧିକାର ପ୍ରଦାନ କରିଛି। ଅନେକ ସଂଗ୍ରାମ ପରେ ଏ ଦେଶ ସ୍ବାଧୀନତା ହାସଲ…
ରାଜ୍ୟକୁ ରାମରାଜ୍ୟରେ ପରିଣତ କରିବାକୁ ହେଲେ ଭାଜପାକୁ ଭୋଟ୍ ଦିଅନ୍ତୁ: ଅରୁଣ ଗୋଭିଲ
କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ନେତା ତଥା ସିନେ ଷ୍ଟାର ଅରୁଣ ଗୋଭିଲ ବୁଧବାର କନ୍ଦୁଝର ଜିଲା ଗସ୍ତରେ ଆସି ଚମ୍ପୁଆ ଓ ତେଲକୋଇରେ ଭାଜପାର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ତାଙ୍କୁ ଦେଖିବାକୁ ପ୍ରବଳ ଜନ ସମାବେଶ ହୋଇଥିଲା।…
ଯୋଡ଼ିଶଙ୍ଖ ଚିହ୍ନରେ ଭୋଟ୍ ଦେବାକୁ ଭୋଟରଙ୍କୁ ନିବେଦନ କଲେ ପ୍ରାର୍ଥୀ
ହାଟଡିହୀ,୨୨ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ପକ୍ଷରୁ ବୁଧବାର ୩୬ନଂ ଜୋନ୍ ଅଧୀନ ୯ଟି ପଞ୍ଚାୟତରେ ଜୋନ୍ସ୍ତରୀୟ ଶେଷ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକମାନେ ଭାତକରୁଆ ମହାଦେବ ମନ୍ଦିରଠାରେ ଏକତ୍ରିତ ହୋଇଥିଲେ। ବିଜେଡି ବିଧାୟକ…
ନବୀନ ପଟ୍ଟନାୟକ ଭଲ କି ନାହିଁ ପଚାରିଲେ ମୁଖ୍ୟମନ୍ତ୍ରୀ
ନୟାଗଡ଼,୨୨ା୫(ଲୋକନାଥ ମିଶ୍ର): ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ନୟାଗଡ଼ ଷ୍ଟାଡିୟମରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ ପୁରୀ ଲୋକ ସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପ୍ରାର୍ଥୀ ଅରୁଣ କୁମାର…
ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ
ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍ ଭାଇରାଲ ହେଉଛି। ଏଥିରେ ସେ କହିଛନ୍ତି, ମଧ୍ୟବିତ୍ତ ହେଉଛନ୍ତି ସମାଜର ମେରୁଦଣ୍ଡ। ତେଣୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ମଧ୍ୟବିତ୍ତଙ୍କ…
Archives


