Tag Archives: 2024 loka sabha

ପୁରୀ ଲୋକ ସଭା ଆସନରେ ଭାଜପା ଆଗରେ

ପୁରୀ,୪ା୬(ଅଜିତ ମହାନ୍ତି): ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍‌ ଗଣତି ଚାଲିଛି। ତେବେ ପୁରୀ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ସମ୍ବିତ ପାତ୍ର ୭ ରାଉଣ୍ଡ ଗଣତି ସୁଦ୍ଧା ଆଗୁଆ ରହିଥିବା ଜଣାପଡ଼ିଛି। ବିଜେଡି ପ୍ରାର୍ଥୀ ଅରୂପ ପଟ୍ଟନାୟକଙ୍କଠାରୁ…

କେମିତି ହେବ ଭୋଟଗଣତି

ଲୋକ ସଭା ନିର୍ବାଚନର ଭୋଟଗଣତି ମଙ୍ଗଳବାର ଆରମ୍ଭ ହେଉଥିବାବେଳେ ଗଣନା ପ୍ରକ୍ରିୟା ସମ୍ପର୍କରେ ନିର୍ବାଚନ କମିଶନ ସକ୍ଷିପ୍ତ ସୂଚନା ଦେଇଛନ୍ତି। ନିର୍ବାଚନ ପରିଚାଳନା ନିୟମାବଳୀ, ୧୯୬୧ର ନିୟମ ୫୪ଏ ଅନୁଯାୟୀ ପ୍ରଥମେ ପୋଷ୍ଟାଲ ବାଲଟ୍‌ ପେପରଗୁଡ଼ିକର ଗଣନା ରିଟର୍ନିଂ ଅଫିସର(ଆର୍‌ଓ)ଙ୍କ ଟେବୁଲରେ…

ନାମାଙ୍କନପତ୍ର ଦାଖଲ କଲେ ରାହୁଲ

ଲକ୍ଷ୍ନୌ,୩ା୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ରାଏବରେଲି ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ ପ୍ରିୟଙ୍କା ଗାନ୍ଧୀ ଏବଂ ଅଶୋକ ଗେହଲଟ ଉପସ୍ଥିତ ଥିଲେ। ଆଜି ସକାଳେ କଂଗ୍ରେସ ଆମେଠି…

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ପଟୁଆରରେ ଆସି ଭର୍ତ୍ତୃହରି ଆଜି କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି।…

କିଏ ସେହି କେ.ଏଲ୍‌ ଶର୍ମା, ଯାହାଙ୍କୁ ଆମେଠିରୁ ଟିକେଟ୍‌ ଦେଲା କଂଗ୍ରେସ

ଲକ୍ଷ୍ନୌ,୩ା୫: କଂଗ୍ରେସ କମିଟି (ଏଆଇସିସି) ଆମେଠି ଏବଂ ରାଏବରେଲି ଆସନରୁ କିଏ ପ୍ରତିଦ୍ୱନ୍ଦ୍ୱିତା କରିବେ ତାହା ଶୁକ୍ରବାର ସ୍ପଷ୍ଟ କରିଛି। କଂଗ୍ରେସ ଆମେଠି ବଦଳରେ ରାଏବରେଲି ଆସନରୁ ରାହୁଲ ଗାନ୍ଧୀଙ୍କୁ ପ୍ରାର୍ଥୀ କରିଥିବାରୁ ଏହା ଆଶ୍ଚର୍ଯ୍ୟଜନକ ହୋଇଛି। ରାହୁଲ ଆମେଠିରୁ ପ୍ରାର୍ଥୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri