ଦିଲ୍ଲୀର ଆଇପିଏଲ୍ ଅଭିଯାନ ଶେଷ
କୋଲକାତା,୨୫ା୫: ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ୪୦ ରନରେ କୋଲକାତା ନାଇଟ୍ ରାଇଡର୍ସକୁ ପରାସ୍ତ କରିଛି। ପୂର୍ବରୁ ପ୍ଲେଅଫ୍ ରେସରୁ ବିଦାୟ ନେଇଥିବା ଦିଲ୍ଲୀ ୧୪ ପଏଣ୍ଟ ସହ ଷଷ୍ଠ ସ୍ଥାନରେ ରହି…
ମୁମ୍ବାଇକୁ ହରାଇ ପ୍ଲେଅଫ୍ରେ ରାଜସ୍ଥାନ: ବାଦ୍ ପଡ଼ିଲେ କୋଲକାତା, ପଞ୍ଜାବ
ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ରାଜସ୍ଥାନ ୧୬ ପଏଣ୍ଟ ସହ ପ୍ଲେଅଫ୍ରେ ଅନ୍ତିମ ତଥା ଚତୁର୍ଥ…
ପ୍ଲେଅଫ୍ ରେସରୁ ବାଦ୍ ପଡ଼ିଲା ଚେନ୍ନାଇ
ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍ ମ୍ୟାଚ୍ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଗୁଜରାଟ ପୂର୍ୱ ଭଳି…
ଦିଲ୍ଲୀର ପ୍ଲେଅଫ୍ ଆଶା ଉଜ୍ଜୀବିତ
ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ ସପ୍ତମ ସ୍ଥାନକୁ ଉଠିଛି ଏବଂ ତା’ର ପ୍ଲେଅଫ୍ ଆଶା ଉଜ୍ଜୀବିତ ରଖିଛି। ରାଜସ୍ଥାନ…
ପଞ୍ଜାବକୁ ହରାଇ ପ୍ଲେଅଫ୍ରେ ସ୍ଥାନ ପକ୍କା କଲା ଆର୍ସିବି
ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ଆର୍ସିବି ୧୮ ପଏଣ୍ଟ ସହ ପ୍ରଥମ ଦଳ…
ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!
ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା ପ୍ରାୟ ଅସମ୍ଭବ ମନେହୁଏ। ବିରାଟ 2026 IPL ସିଜିନରେ 500 ରନ ପୂରଣ…
ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ
କୋଲକାତା,୧୬ା୫: ଚଳିତ ଆଇପିଏଲ୍ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା ମର ମ୍ୟାଚ୍ରେ ଫିନ୍ ଆଲେନ ଓ ଅଙ୍ଗକ୍ରିଶ ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ…
ଆଇପିଏଲ୍ ଛାଡ଼ିଲେ ରାଚିନ ରବୀନ୍ଦ୍ର
କୋଲକାତା,୧୫ା୫: ନ୍ୟୁଜିଲାଣ୍ଡର ଇଂଲଣ୍ଡ ଟେଷ୍ଟ ଟୁର୍ ପାଇଁ ପ୍ରସ୍ତୁତି ଆରମ୍ଭ କରିବା ଲାଗି କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ଅଲ୍ରାଉଣ୍ଡର ରାଚିନ ରବୀନ୍ଦ୍ର ଆଇପିଏଲ୍ ଛାଡ଼ିଛନ୍ତି। ଗୁଜରାଟ ଟାଇଟନ୍ସ ବିପକ୍ଷ ଘରୋଇ ମ୍ୟାଚ୍ ପୂର୍ବରୁ ଫ୍ରାଞ୍ଚାଇଜ୍ ପକ୍ଷରୁ ଏହି ସୂଚନା ଦିଆଯାଇଛି।…
ମୁମ୍ୱାଇ ଇଣ୍ଡିଆନ୍ସ ଆଗରେ ୨୦୧ ରନ୍ର ଚ୍ୟାଲେଞ୍ଜିଂ ଟାର୍ଗେଟ
ଧର୍ମଶାଳା,୧୪ା୫: ଚଳିତ ଆଇପିଏଲ୍ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍ରେ ମୁମ୍ୱାଇ ଇଣ୍ଡିଆନ୍ସ ଓ ପଞ୍ଜାବ କିଙ୍ଗ୍ସ ପରସ୍ପରକୁ ଭେଟିଛନ୍ତି। ଶାର୍ଦ୍ଦୁଳ ଠାକୁରଙ୍କ ୪ ଉଇକେଟ ସଫଳତା ସତ୍ତ୍ୱେ ପଞ୍ଜାବ ପ୍ରତିପକ୍ଷ ମୁମ୍ୱାଇ ସମ୍ମୁଖରେ ୨୦୧ ରନର ଚ୍ୟାଲେଞ୍ଜିଂ ଟାର୍ଗେଟ ଧାର୍ଯ୍ୟ କରିଛି। ହାର୍ଦ୍ଦିକ…
ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ
ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍ ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ୫ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏଲ୍ଏସ୍ଜି)କୁ ପରାସ୍ତ କରିଛି। ଲକ୍ଷ୍ନୌ ଦ୍ୱାରା ପ୍ରଦତ୍ତ ୨୦୪ ରନର…
କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍ରାଇଜର୍ସର ଦ୍ୱିତୀୟ ବିଜୟ
ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍ ଡେବ୍ୟୁ ବଳରେ ସନ୍ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ ଆଇପିଏଲ୍ ମ୍ୟାଚରେ ୫୭ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ହାଇଦ୍ରାବାଦ ୨୦…
ଲକ୍ଷ୍ନୌକୁ ହରାଇଲା ଗୁଜରାଟ
ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍ଏସ୍ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍ରେ ଦ୍ୱିତୀୟ ବିଜୟ ହୋଇଥିବା ବେଳେ ଲକ୍ଷ୍ନୌ ପାଇଁ ଏହା ଦ୍ୱିତୀୟ ପରାଜୟ। ଏହି ମ୍ୟାଚ୍…
Archives


