କ୍ରସ୍ ଭୋଟିଂକୁ ମାନିନେଲେ ସୌଭିକ୍, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି ଭୁବନେଶ୍ୱର,୧୬ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ୍ ଭୋଟିଂ ହୋଇଥିବା ଜୋର୍ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ ବାବୁଙ୍କ ଆଶୀର୍ବାଦ ଯାହାଙ୍କ ପ୍ରତି ଅଛି, ତାଙ୍କୁ ଭୋଟ୍ ଦେଇଛି। ବାପାଙ୍କୁ ବହିଷ୍କାର…