୨୦୨୭ ଦିନିକିଆ ବିଶ୍ୱକପରେ ରୋହିତ,କୋହଲିଙ୍କ ଖେଳିବା ନେଇ ବଡ ବୟାନ ଦେଲେ ଅଜିତ ଅଗରକର ନୂଆଦିଲ୍ଲୀ,୧୭।୧୦: ବିସିସିଆଇ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏକ କାର୍ଯ୍ୟକ୍ରମରେ କହିଛନ୍ତି ଯେ, ଷ୍ଟାର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ୨୦୨୭ ଦିନିକିଆ ବିଶ୍ୱକପ ଦଳରେ ସାମିଲ କରିବା ନେଇ ଚୂଡାନ୍ତ ନିଷ୍ପତ୍ତି ଏପର୍ଯ୍ୟନ୍ତ ନିଆଯାଇନାହିଁ। ରବିବାରଠାରୁ ଅଷ୍ଟ୍ରେଲିଆ…