ରୋହିତ-ବିରାଟଙ୍କ ବିଶ୍ୱକପ ଖେଳିବା ନେଇ ସସ୍ପେନ୍ସ, ଶେଷରେ BCCI ଅଧ୍ୟକ୍ଷ ଦେଲେ ବଡ଼ ସୂଚନା, ଜାଣନ୍ତୁ କ’ଣ କହିଲେ…
ନୁଆଦିଲ୍ଲୀ, ୨୨।୧୦: ୨୦୨୭ ଦିନିକିଆ ବିଶ୍ୱକପରେ ରୋହିତ ଶର୍ମା ଓ ବିରାଟ କୋହଲି ଖେଳିବେ କି ନାହିଁ, ଏହି ପ୍ରଶ୍ନ ଉପରେ କ୍ରିକେଟ ପ୍ରଶଂସକଙ୍କ ନଜର ରହିଛି। ଉଭୟ ଦିଗ୍ଗଜ ଖେଳାଳିଙ୍କ ବୟସକୁ ନେଇ ଲଗାତାର ଚର୍ଚ୍ଚା ହେଉଛି। ଏହି ସମୟରେ…
୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ
ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ ଖେଳାଳିମାନଙ୍କ ନାମ ଘୋଷଣା କରିଛନ୍ତି, ଯେଉଁଥିରେ ସେ ବିଶେଷ ଭାବରେ ଋଷଭ ପନ୍ତଙ୍କୁ…
ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ
ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ଗୋଟିଏ ବର୍ଷ ପୂର୍ବରୁ କାଉଣ୍ଟଡାଉନ (ସମୟ ଗଣନା) ଆରମ୍ଭର…
୨୦୨୭ ଦିନିକିଆ ବିଶ୍ୱକପରେ ରୋହିତ,କୋହଲିଙ୍କ ଖେଳିବା ନେଇ ବଡ ବୟାନ ଦେଲେ ଅଜିତ ଅଗରକର
ନୂଆଦିଲ୍ଲୀ,୧୭।୧୦: ବିସିସିଆଇ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏକ କାର୍ଯ୍ୟକ୍ରମରେ କହିଛନ୍ତି ଯେ, ଷ୍ଟାର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ୨୦୨୭ ଦିନିକିଆ ବିଶ୍ୱକପ ଦଳରେ ସାମିଲ କରିବା ନେଇ ଚୂଡାନ୍ତ ନିଷ୍ପତ୍ତି ଏପର୍ଯ୍ୟନ୍ତ ନିଆଯାଇନାହିଁ। ରବିବାରଠାରୁ ଅଷ୍ଟ୍ରେଲିଆ…

