ସ୍କୁଲରେ ୨୨ ଛାତ୍ରୀଙ୍କୁ ଯୌନ ନିର୍ଯାତନା: ଡିଜିଟାଲ ପ୍ରମାଣ ପରେ ପ୍ରିନ୍ସପାଲଙ୍କ ସମେତ ୩ ଗିରଫ ଇଟାନଗର,୧ା୧୧: ଅରୁଣାଚଳ ପ୍ରଦେଶର ପୂର୍ବ ସିଆଙ୍ଗର ଏକ ଇଂରାଜୀ ମାଧ୍ୟମ ସ୍କୁଲରେ ୨୨ ଜଣ ଛାତ୍ରୀଙ୍କ ସହ ଯୌନ ନିର୍ଯାତନା ହୋଇଥିବାର ଏକ ମାମଲା ସାମ୍ନାକୁ ଆସିଛି। ସ୍କୁଲ ପ୍ରିନ୍ସପାଲ, ଓ୍ବାଡେନଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି ଏବଂ...