ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ… ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାରୁ ଜଣାଯାଇଛି ଯେ, ଦଶମ ଶ୍ରେଣୀ…