କାଲି ମିଳିବ ୨୪ତମ ପିଏମ୍ କିଷାନ କିସ୍ତି, ରାଜ୍ୟର ୩୫.୩୯ ଲକ୍ଷ ଚାଷୀଙ୍କ…
ଭୁବନେଶ୍ୱର, ୨୯।୧୦(ସୁନିତ୍ ମିଶ୍ର): ପିଏମ୍ କିଷାନ ଉତ୍ସବ ଦିବସ ଅବସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି(ପିଏମ୍ କିଷାନ) ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଏହି ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଗୁଜରାଟର ବନସ୍କାଣ୍ଠାଠାରେ ଅନୁଷ୍ଠିତ ହେବାକୁ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

