ବିମାନ ପରେ ଏବେ ନାମୀଦାମୀ ହୋଟେଲକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ, ତାଲିକାରେ ରହିଛି ଏସବୁ… ନୂଆଦିଲ୍ଲୀ/କୋଲକାତା,୨୭ା୧୦: ବିମାନ ପରେ ଏବେ ବିଭିନ୍ନ ନାମୀଦାମୀ ହୋଟେଲକୁ ମିଳିଛି ବୋମା ଧମକ। ୪ ରାଜ୍ୟର ୨୫ରୁ ଅଧିକ ହୋଟେଲକୁ ଏହି ଧମକ ମିଳିଛି। ଗୁଜରାଟ, ପଶ୍ଚିମବଙ୍ଗ, ଆନ୍ଧ୍ର ପରେ ଏବେ ଉତ୍ତରପ୍ରଦେଶ ରହିଛି ଦୁର୍ବୃତ୍ତଙ୍କ ଟାର୍ଗେଟ୍ରେ। ଏଥିରୁ ବାଦ୍...