ଶେଷ ବେଳକୁ ସବୁଠୁ ବଡ଼ ସତ କହିଲେ ୨୬/୧୧ ଆକ୍ରମଣର ମାଷ୍ଟର ମାଇଣ୍ଡ ତହଓ୍ବୁର ରାଣା, ଖୋଲିଲେ ପାକିସ୍ତାନ ସେନାର ପୋଲ୍ ନୂଆଦିଲ୍ଲୀ,୭।୭: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣା ପାକିସ୍ତାନକୁ ନେଇ ଏକ ବଡ଼ ଖୁଲାସା କରିଛନ୍ତି। ତହୱୁର କହିଛନ୍ତି ଯେ ସେ ପାକିସ୍ତାନୀ ସେନାର ସବୁଠାରୁ ବିଶ୍ୱସ୍ତ ଏଜେଣ୍ଟ ଥିଲେ। ସେ ମୁମ୍ବାଇରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର...