ବ୍ୟାଙ୍କକ୍ରେ ଭୟଙ୍କର ଅଗ୍ନିକାଣ୍ଡ: ୧୮ ମହିଳାଙ୍କ ସମେତ ଜଳିଗଲେ ୨୭ ବ୍ୟାଙ୍କକ୍,୧୩ା୭: ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍ର ଏକ ବାର୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଅତି କମ୍ରେ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ୧୮ ମହିଳାଙ୍କ ସମେତ ୨୭ଜଣ ଜିଅନ୍ତା ଜଳିଯାଇଛନ୍ତି। ୬୦ ଆହତଙ୍କ ମଧ୍ୟରୁ ୨୨ ଜଣ ଗୁରୁତର ହୋଇଛନ୍ତି। ରବିବାର ବିଳମ୍ବିତ…