ନୂଆଦିଲ୍ଲୀ,୧୪।୧: ରାଜକୋଟ ଗ୍ରାଉଣ୍ଡ ପୁଣିଥରେ ଟିମ୍ ଇଣ୍ଡିଆ ପାଇଁ ଦୁର୍ଭାଗ୍ୟଜନକ ସାବ୍ୟସ୍ତ ହେଲା। ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଟିମ୍ ଇଣ୍ଡିଆର ଏକ ବଡ଼ ପରାଜୟ ହୋଇଛି…