Tag Archives: 3 arrested

ସିସିଟିଭି ଫୁଟେଜରୁ ଧରାପଡ଼ିଲେ ୩ ଗୋରୁ ଚୋର, କଏଦ ହୋଇଛି ସବୁକିଛି…

ବଞ୍ଚୋ,୧୪ା୧୦(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଞ୍ଚଳରେ ଗୋରୁ ଚୋରି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସିସିଟିଭି ଫୁଟେଜ ଯାଞ୍ଚ ଓ ତଦନ୍ତ ପରେ ପୋଲିସ ଏହି ସଫଳତା ପାଇଥିବା ଜଣାପଡ଼ିଛି। ପୋଲିସ, ସୂଚନା ଅନୁଯାୟୀ, ଆନନ୍ଦପୁରର…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାଡ଼ଖଣ୍ଡର ଶତ୍ରୁଘ୍ନ କୁମାର ପାଣ୍ଡେ, ଛତିଶଗଡ଼ର ଧର୍ମଦାସ ମାଣିକପୁରୀ ଏବଂ ସ୍ଥାନୀୟ…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ ସମ୍ବଲପୁର ଜିଲା ପିଟାନାଳି ଗ୍ରାମର ରାଜେଶ ସାହୁ (୨୪), ବିହାର ରାଜ୍ୟ ବୈଶାଲୀ…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଉତ୍ତରପ୍ରଦେଶର ସେଖ କାଲିମ୍‌ (୩୮), ମଣିକରାଜ ପାଲ (୩୮) ଏବଂ ବରଗଡ଼…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ ପରିବାର ଲୋକଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଘଟଣାରେ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା…

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛ।…

ଅପରେଶନ ସାଇବର କବଚ: ୪.୫ କୋଟି ଠକେଇ, ବନ୍ଧା ହେଲେ ୩ ଅଭିଯୁକ୍ତ

ଭଞ୍ଜନଗର,୨ା୩(ବାବୁଲା ପ୍ରଧାନ): ଅପରେଶନ ସାଇବର କବଚ ଗଞ୍ଜାମ ପୋଲିସକୁ ବଡ଼ ସଫଳତା ଆଣିଦେଇଛି। କୋଟି କୋଟି ଟଙ୍କାର ବେନିୟମ କାରବାର ଅଭିଯୋଗରେ ଗୋଟିଏ ପରେ ଗୋଟିଏ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରୁଛି। ଏହିଭଳି ସୋମବାର ଗଞ୍ଜାମ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଭଞ୍ଜନଗର…

୬୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଯୁବକଙ୍କ ସହ ମହିଳା ଗିରଫ

ଭୁବନେଶ୍ୱର,୧୭ା୧୦: ଦାମୀ କାର୍‌ରେ ଚାଲାଣ ହେଉଥିଲା ବ୍ରାଉନସୁଗାର। ଖବର ପାଇ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ ଖୋର୍ଦ୍ଧାରୁ ୫୫୬ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ତେବେ ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୬୦ ଲକ୍ଷ ଟଙ୍କା ହେବ। ଉକ୍ତ ଘଟଣାରେ ଖୋର୍ଦ୍ଧାର ଜଣେ…

କଫ୍‌ ସିରପ୍‌ ସହ ନିଶା ବଟିକା କାରବାର କରୁଛନ୍ତି ନାବାଳକ, ୩ ଗିରଫ

ଅତାବିରା,୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସ ଶୁକ୍ରବାର ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହି ମାମଲାରେ ପୋଲିସ ଜଣେ ନାବାଳକଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି। ଗିରଫ ସାବାଳକ ଅଭିଯୁକ୍ତମାନେ ହେଲେ, ଅତାବିରା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?